ଦ୍ଵିତୀୟ ବିବରଣ 29:2 - ପବିତ୍ର ବାଇବଲ2 ମୋଶା ସମସ୍ତ ଇସ୍ରାଏଲୀୟମାନଙ୍କୁ ଏକତ୍ରିତ କଲେ ଓ କହିଲେ, “ତୁମ୍ଭେମାନେ ଦେଖିଛ ଯେ ମିଶରରେ ସଦାପ୍ରଭୁ କିପରି କାର୍ଯ୍ୟମାନ କରିଛନ୍ତି। ତୁମ୍ଭେମାନେ ମଧ୍ୟ ଦେଖିଛ, ସଦାପ୍ରଭୁ ରାଜା ଫାରୋ ଏବଂ ତାଙ୍କର ଦାସମାନଙ୍କ ପ୍ରତି ଓ ତାଙ୍କର ସମସ୍ତ ଦେଶ ପ୍ରତି ଯେଉଁ କର୍ମମାନ କରିଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)2 ଅନନ୍ତର ମୋଶା ସମସ୍ତ ଇସ୍ରାଏଲଙ୍କୁ ଡାକି ସେମାନଙ୍କୁ କହିଲେ, ସଦାପ୍ରଭୁ ମିସର ଦେଶରେ ଫାରୋଙ୍କ ପ୍ରତି ଓ ତାଙ୍କ ସମସ୍ତ ଦାସ ପ୍ରତି ତାଙ୍କ ଦେଶ ପ୍ରତି ଯେସବୁ କର୍ମ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ କରିଥିଲେ, ତାହାସବୁ ତୁମ୍ଭେମାନେ ଦେଖିଅଛ, See the chapterଓଡିଆ ବାଇବେଲ2 ଏଥିଉତ୍ତାରେ ମୋଶା ସମସ୍ତ ଇସ୍ରାଏଲଙ୍କୁ ଡାକି ସେମାନଙ୍କୁ କହିଲେ, “ସଦାପ୍ରଭୁ ମିସର ଦେଶରେ ଫାରୋଙ୍କ ପ୍ରତି ଓ ତାଙ୍କ ସମସ୍ତ ଦାସ ପ୍ରତି ଓ ତାଙ୍କ ଦେଶ ପ୍ରତି ଯେଉଁ ସବୁ କର୍ମ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ କରିଥିଲେ, ତାହାସବୁ ତୁମ୍ଭେମାନେ ଦେଖିଅଛ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିଉତ୍ତାରେ ମୋଶା ସମସ୍ତ ଇସ୍ରାଏଲଙ୍କୁ ଡାକି ସେମାନଙ୍କୁ କହିଲେ, ସଦାପ୍ରଭୁ ମିସର ଦେଶରେ ଫାରୋଙ୍କ ପ୍ରତି ଓ ତାଙ୍କ ସମସ୍ତ ଦାସ ପ୍ରତି ଓ ତାଙ୍କ ଦେଶ ପ୍ରତି ଯେଉଁସବୁ କର୍ମ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ କରିଥିଲେ, ତାହାସବୁ ତୁମ୍ଭେମାନେ ଦେଖିଅଛ, See the chapter |