ଦ୍ଵିତୀୟ ବିବରଣ 29:4 - ପବିତ୍ର ବାଇବଲ4 କିନ୍ତୁ ଏପରିକି ତୁମ୍ଭେମାନେ ସଦାପ୍ରଭୁଙ୍କର କର୍ମମାନ ବୁଝି ପାରିଲ ନାହିଁ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ଆଜି ପର୍ଯ୍ୟନ୍ତ ଠିକ୍ ଭାବେ ବୁଝିପାରିଲ ନାହିଁ। ଯାହାସବୁ ଦେଖିଲ ଓ ଯାହାସବୁ ଶୁଣିଲ। See the chapterପବିତ୍ର ବାଇବଲ (Re-edited) - (BSI)4 ମାତ୍ର ସଦାପ୍ରଭୁ ଆଜିଯାଏ ତୁମ୍ଭମାନଙ୍କୁ ବୁଝିବା ପାଇଁ ହୃଦୟ ଓ ଦେଖିବା ପାଇଁ ଚକ୍ଷୁ ଓ ଶୁଣିବା ପାଇଁ କର୍ଣ୍ଣ ଦେଇ ନାହାନ୍ତି। See the chapterଓଡିଆ ବାଇବେଲ4 ମାତ୍ର ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ବୁଝିବା ପାଇଁ ହୃଦୟ ଓ ଦେଖିବା ପାଇଁ ଚକ୍ଷୁ ଓ ଶୁଣିବା ପାଇଁ କର୍ଣ୍ଣ ଦେଇ ନାହାନ୍ତି।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମାତ୍ର ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ବୁଝିବା ପାଇଁ ହୃଦୟ ଓ ଦେଖିବା ପାଇଁ ଚକ୍ଷୁ ଓ ଶୁଣିବା ପାଇଁ କର୍ଣ୍ଣ ଦେଇ ନାହାନ୍ତି। See the chapter |