ଦ୍ଵିତୀୟ ବିବରଣ 3:22 - ପବିତ୍ର ବାଇବଲ22 ତୁମ୍ଭେମାନେ ସେମାନଙ୍କୁ ଭୟ କର ନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କ ସପକ୍ଷରେ ଯୁଦ୍ଧ କରିବେ।’ See the chapterପବିତ୍ର ବାଇବଲ (Re-edited) - (BSI)22 ତୁମ୍ଭେମାନେ ସେମାନଙ୍କୁ ଭୟ କର ନାହିଁ; କାରଣ ଯେ ତୁମ୍ଭମାନଙ୍କ ସପକ୍ଷରେ ଯୁଦ୍ଧ କରନ୍ତି, ସେହି ସଦାପ୍ରଭୁ ତ ତୁମ୍ଭମାନଙ୍କ ପରମେଶ୍ଵର ଅଟନ୍ତି। See the chapterଓଡିଆ ବାଇବେଲ22 ତୁମ୍ଭେମାନେ ସେମାନଙ୍କୁ ଭୟ କରିବ ନାହିଁ; କାରଣ ଯେ ତୁମ୍ଭମାନଙ୍କ ସପକ୍ଷରେ ଯୁଦ୍ଧ କରନ୍ତି, ସେହି ସଦାପ୍ରଭୁ ତ ତୁମ୍ଭମାନଙ୍କ ପରମେଶ୍ୱର ଅଟନ୍ତି।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତୁମ୍ଭେମାନେ ସେମାନଙ୍କୁ ଭୟ କରିବ ନାହିଁ; କାରଣ ଯେ ତୁମ୍ଭମାନଙ୍କ ସପକ୍ଷରେ ଯୁଦ୍ଧ କରନ୍ତି, ସେହି ସଦାପ୍ରଭୁ ତ ତୁମ୍ଭମାନଙ୍କ ପରମେଶ୍ୱର ଅଟନ୍ତି।” See the chapter |