Online Bible

- Advertisements -




ଦ୍ଵିତୀୟ ବିବରଣ 3:4 - ପବିତ୍ର ବାଇବଲ

4 ଆମ୍ଭେମାନେ ତାଙ୍କର ସମସ୍ତ ନଗର ହସ୍ତଗତ କଲୁ। ଯଥା ତାଙ୍କର ଥିବା ଷାଠିଏଟିଯାକ ନଗର, ଅର୍ଗୋବର ସମସ୍ତ ଅଞ୍ଚଳ ଅର୍ଥାତ୍ ବାଶନସ୍ଥ ଓ‌‌ଗ୍‌‌ର ରାଜ୍ୟ ଆମ୍ଭେ ହସ୍ତଗତ କଲୁ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

4 ସେସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କଲୁ, ସେମାନଙ୍କଠାରୁ ଯାହା ହସ୍ତଗତ ନ କଲୁ, ଏପରି ଗୋଟିଏ ନଗର ରହିଲା ନାହିଁ; ଷାଠିଏ ନଗର, ଅର୍ଗୋବର ସମସ୍ତ ଅଞ୍ଚଳ, ଅର୍ଥାତ୍, ବାଶନସ୍ଥ ଓଗ୍ର ରାଜ୍ୟ (ହସ୍ତଗତ କଲୁ)।

See the chapter Copy

ଓଡିଆ ବାଇବେଲ

4 ସେସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କଲୁ, ସେମାନଙ୍କଠାରୁ ଯାହା ହସ୍ତଗତ ନ କଲୁ, ଏପରି ଗୋଟିଏ ନଗର ରହିଲା ନାହିଁ; ଷାଠିଏ ନଗର, ଅର୍ଗୋବର ସମସ୍ତ ଅଞ୍ଚଳ, ଅର୍ଥାତ୍‍, ବାଶନସ୍ଥ ଓଗ୍‍ର ରାଜ୍ୟ (ହସ୍ତଗତ କଲୁ)।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କଲୁ, ସେମାନଙ୍କଠାରୁ ଯାହା ହସ୍ତଗତ ନ କଲୁ, ଏପରି ଗୋଟିଏ ନଗର ରହିଲା ନାହିଁ; ଷାଠିଏ ନଗର, ଅର୍ଗୋବର ସମସ୍ତ ଅଞ୍ଚଳ, ଅର୍ଥାତ୍‍, ବାଶନସ୍ଥ ଓଗ୍‍ର ରାଜ୍ୟ (ହସ୍ତଗତ କଲୁ)।

See the chapter Copy




ଦ୍ଵିତୀୟ ବିବରଣ 3:4

Follow us:

Advertisements


Advertisements