ଦ୍ଵିତୀୟ ବିବରଣ 30:3 - ପବିତ୍ର ବାଇବଲ3 ତେବେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ପ୍ରତି ଦୟାବାନ ହେବେ। ସଦାପ୍ରଭୁ ପୁନ୍ନରାୟ ମୁକ୍ତ କରିବେ। ସେ ତୁମ୍ଭମାନଙ୍କୁ ସେଠାରୁ ଫେରାଇ ଆଣିବେ, See the chapterପବିତ୍ର ବାଇବଲ (Re-edited) - (BSI)3 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ବନ୍ଦୀତ୍ଵ ଫେରାଇବେ ଓ ତୁମ୍ଭକୁ କରୁଣା କରିବେ ଓ ଫେରି ଆସି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛନ୍ତି, ତହିଁ ମଧ୍ୟରୁ ତୁମ୍ଭକୁ ସଂଗ୍ରହ କରିବେ। See the chapterଓଡିଆ ବାଇବେଲ3 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ବନ୍ଦୀତ୍ୱ ଫେରାଇବେ, ତୁମ୍ଭକୁ କରୁଣା କରିବେ ଓ ଫେରି ଆସି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛନ୍ତି, ତହିଁ ମଧ୍ୟରୁ ତୁମ୍ଭକୁ ସଂଗ୍ରହ କରିବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ବନ୍ଦୀତ୍ୱ ଫେରାଇବେ, ତୁମ୍ଭକୁ କରୁଣା କରିବେ ଓ ଫେରିଆସି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛନ୍ତି, ତହିଁ ମଧ୍ୟରୁ ତୁମ୍ଭକୁ ସଂଗ୍ରହ କରିବେ। See the chapter |