Online Bible

- Advertisements -




ଦ୍ଵିତୀୟ ବିବରଣ 33:7 - ପବିତ୍ର ବାଇବଲ

7 ଯିହୁଦାଙ୍କ ପ୍ରତି ଆଶୀର୍ବାଦ ଏହି, “ହେ ସଦାପ୍ରଭୁ, ଯିହୁଦା ଯେତେବେଳେ ସାହାଯ୍ୟ ପ୍ରାର୍ଥନା କରିବ ତାଙ୍କୁ ସାହାଯ୍ୟ କର। ତା'ର ନିଜ ଲୋକଙ୍କ ନିକଟକୁ ତାଙ୍କୁ ଆଣ। ତାଙ୍କୁ ଶକ୍ତିଶାଳୀ କରାଅ ଏବଂ ତାଙ୍କର ଶତ୍ରୁମାନଙ୍କୁ ପରାସ୍ତ କରିବା ପାଇଁ ତାଙ୍କୁ ସାହାଯ୍ୟ କର।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

7 ଯିହୁଦା ପ୍ରତି ଆଶୀର୍ବାଦ ଏହି। ସେ କହିଲେ, ହେ ସଦାପ୍ରଭୋ, ଯିହୁଦାର ରବ ଶୁଣ ଓ ତାହାର ନିଜ ଲୋକଙ୍କ ନିକଟକୁ ତାହାକୁ ଆଣ ସେ ନିଜ ହସ୍ତରେ ଆପଣା ପାଇଁ ଯୁଦ୍ଧ କଲା; ତାହାର ବିପକ୍ଷଗଣ ବିରୁଦ୍ଧରେ ତୁମ୍ଭେ ତାହାର ଉପକାରୀ ହେବ।

See the chapter Copy

ଓଡିଆ ବାଇବେଲ

7 ଯିହୁଦା ପ୍ରତି ଆଶୀର୍ବାଦ ଏହି ସେ କହିଲେ, “ହେ ସଦାପ୍ରଭୁ, ଯିହୁଦାର ରବ ଶୁଣ ଓ ତାହାର ନିଜ ଲୋକଙ୍କ ନିକଟକୁ ତାହାକୁ ଆଣ; ସେ ନିଜ ହସ୍ତରେ ଆପଣା ପାଇଁ ଯୁଦ୍ଧ କଲା; ତାହାର ବିପକ୍ଷଗଣ ବିରୁଦ୍ଧରେ ତୁମ୍ଭେ ତାହାର ଉପକାରୀ ହେବ।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯିହୁଦା ପ୍ରତି ଆଶୀର୍ବାଦ ଏହି ସେ କହିଲେ, “ହେ ସଦାପ୍ରଭୋ, ଯିହୁଦାର ରବ ଶୁଣ ଓ ତାହାର ନିଜ ଲୋକଙ୍କ ନିକଟକୁ ତାହାକୁ ଆଣ; ସେ ନିଜ ହସ୍ତରେ ଆପଣା ପାଇଁ ଯୁଦ୍ଧ କଲା; ତାହାର ବିପକ୍ଷଗଣ ବିରୁଦ୍ଧରେ ତୁମ୍ଭେ ତାହାର ଉପକାରୀ ହେବ।”

See the chapter Copy




ଦ୍ଵିତୀୟ ବିବରଣ 33:7

Follow us:

Advertisements


Advertisements