ଦ୍ଵିତୀୟ ବିବରଣ 33:8 - ପବିତ୍ର ବାଇବଲ8 ମୋଶା ଲେବୀଙ୍କ ବିଷୟରେ ଏହି କଥା କହିଲେ, “ଲେବୀ ତୁମ୍ଭର ଅନୁସରଣକାରୀ ଲୋକ। ସଦାପ୍ରଭୁ, ତୁମ୍ଭର ତୁମ୍ମୀମ୍ ଓ ଊରୀମ୍ ତୁମ୍ଭ ଧାର୍ମିକ ପୁରୁଷ ସହିତ ଅଛି। ତୁମ୍ଭେ ମଃସାରେ ତାହାର ପରୀକ୍ଷା କଲ। ମିରୀବାଃ ଜଳ ନିକଟରେ ତୁମ୍ଭେ ତାଙ୍କୁ ବିରୋଧ କଲ ଏବଂ ତୁମ୍ଭେ ସେଠାରେ ଜାଣିଲ ଯେ, ସେ ତୁମ୍ଭର ଲୋକ। See the chapterପବିତ୍ର ବାଇବଲ (Re-edited) - (BSI)8 ପୁଣି ସେ ଲେବୀ ବିଷୟରେ କହିଲେ, ତୁମ୍ଭର ତୁମ୍ମୀମ୍ ଓ ଉରୀମ୍ ତୁମ୍ଭ ଧାର୍ମିକ ପୁରୁଷ ସହିତ ଅଛି, ତୁମ୍ଭେ ମଃସାରେ ତାହାର ପରୀକ୍ଷା କଲ, ମରୀବାଃ ଜଳ ନିକଟରେ ତୁମ୍ଭେ ତାହା ସଙ୍ଗେ ବିରୋଧ କଲ। See the chapterଓଡିଆ ବାଇବେଲ8 ପୁଣି, ସେ ଲେବୀ ବିଷୟରେ କହିଲେ, “ତୁମ୍ଭର ତୁମ୍ମୀମ୍ ଓ ଉରୀମ୍ ତୁମ୍ଭ ଧାର୍ମିକ ପୁରୁଷ ସହିତ ଅଛି, ତୁମ୍ଭେ ମଃସାରେ ତାହାର ପରୀକ୍ଷା କଲ, ମିରୀବାଃ ଜଳ ନିକଟରେ ତୁମ୍ଭେ ତାହା ସଙ୍ଗେ ବିରୋଧ କଲ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ସେ ଲେବୀ ବିଷୟରେ କହିଲେ, “ତୁମ୍ଭର ତୁମ୍ମୀମ୍ ଓ ଉରୀମ୍ ତୁମ୍ଭ ଧାର୍ମିକ ପୁରୁଷ ସହିତ ଅଛି, ତୁମ୍ଭେ ମଃସାରେ ତାହାର ପରୀକ୍ଷା କଲ, ମିରୀବାଃ ଜଳ ନିକଟରେ ତୁମ୍ଭେ ତାହା ସଙ୍ଗେ ବିରୋଧ କଲ।” See the chapter |