ଦ୍ଵିତୀୟ ବିବରଣ 4:1 - ପବିତ୍ର ବାଇବଲ1 “ବର୍ତ୍ତମାନ ହେ ଇସ୍ରାଏଲ ମୁଁ ଯେଉଁ ନିୟମ ଓ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର। ତାହା ପାଳନ କଲେ ତୁମ୍ଭେମାନେ ବଞ୍ଚିବ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ। See the chapterପବିତ୍ର ବାଇବଲ (Re-edited) - (BSI)1 ଏବେ ହେ ଇସ୍ରାଏଲ, ମୁଁ ଯେ ଯେ ବିଧି ଓ ଶାସନ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର; ତାହା କଲେ ତୁମ୍ଭେମାନେ ବଞ୍ଚିବ; ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ। See the chapterଓଡିଆ ବାଇବେଲ1 ଏବେ ହେ ଇସ୍ରାଏଲ, ମୁଁ ଯେଉଁ ଯେଉଁ ବିଧି ଓ ଶାସନ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର; ତାହା କଲେ ତୁମ୍ଭେମାନେ ବଞ୍ଚିବ ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏବେ ହେ ଇସ୍ରାଏଲ, ମୁଁ ଯେଉଁ ଯେଉଁ ବିଧି ଓ ଶାସନ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର; ତାହା କଲେ ତୁମ୍ଭେମାନେ ବଞ୍ଚିବ ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ। See the chapter |