ଦ୍ଵିତୀୟ ବିବରଣ 4:23 - ପବିତ୍ର ବାଇବଲ23 ତୁମ୍ଭେମାନେ ଆପଣା ବିଷୟରେ ସାବଧାନ ହୁଅ। ନଚେତ୍ ତୁମ୍ଭମାନଙ୍କ ସହିତ ସ୍ଥୀରକୃତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ ତୁମ୍ଭେମାନେ ପାଶୋରିଯିବ ନାହିଁ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିଷିଦ୍ଧ କୌଣସି ବସ୍ତୁର ପ୍ରତିମୂର୍ତ୍ତି ବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)23 ତୁମ୍ଭେମାନେ ଆପଣାମାନଙ୍କ ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ସହିତ ସ୍ଥିରୀକୃତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ନିୟମ ତୁମ୍ଭେମାନେ ପାସୋରି ଯିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିଷିଦ୍ଧ କୌଣସି ବସ୍ତୁର ପ୍ରତିମୂର୍ତ୍ତିବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ। See the chapterଓଡିଆ ବାଇବେଲ23 ତୁମ୍ଭେମାନେ ଆପଣାମାନଙ୍କ ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ସହିତ ସ୍ଥିରୀକୃତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ ତୁମ୍ଭେମାନେ ପାସୋରି ଯିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିଷିଦ୍ଧ କୌଣସି ବସ୍ତୁର ପ୍ରତିମୂର୍ତ୍ତିବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତୁମ୍ଭେମାନେ ଆପଣାମାନଙ୍କ ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ସହିତ ସ୍ଥିରୀକୃତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ ତୁମ୍ଭେମାନେ ପାସୋରି ଯିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିଷିଦ୍ଧ କୌଣସି ବସ୍ତୁର ପ୍ରତିମୂର୍ତ୍ତିବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ। See the chapter |