ଦ୍ଵିତୀୟ ବିବରଣ 4:24 - ପବିତ୍ର ବାଇବଲ24 କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଜଣେ ଈର୍ଷାପରାୟଣ ପରମେଶ୍ୱର ଏବଂ ସେ ଅଗ୍ନି ସ୍ୱରୂପ ଧ୍ୱଂସ କରନ୍ତି, ଯେଉଁମାନେ ଅନ୍ୟ ଦେବତାମାନଙ୍କୁ ପୂଜା କରନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)24 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଗ୍ରାସକାରୀ ଅଗ୍ନି, ସ୍ଵଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ଵର ଅଟନ୍ତି। See the chapterଓଡିଆ ବାଇବେଲ24 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଗ୍ରାସକାରୀ ଅଗ୍ନି, ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଗ୍ରାସକାରୀ ଅଗ୍ନି, ସ୍ୱଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି। See the chapter |