Online Bible

- Advertisements -

ଦ୍ଵିତୀୟ ବିବରଣ 4:27 - ପବିତ୍ର ବାଇବଲ

27 ସଦାପ୍ରଭୁ ତୁମ୍ଭମାନଙ୍କୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ଛିନ୍ନ ବିଛିନ୍ନ କରିବେ। ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ, ତୁମ୍ଭେମାନେ ଅଳ୍ପ ସଂଖ୍ୟକ ହୋଇ ଅବଶିଷ୍ଟ ରହିବ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

27 ପୁଣି ସଦାପ୍ରଭୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବେ; ପୁଣି ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇ ଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭେମାନେ ଅଳ୍ପସଂଖ୍ୟକ ହୋଇ ଅବଶିଷ୍ଟ ରହିବ।

See the chapter Copy

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପୁଣି ସଦାପ୍ରଭୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବେ; ପୁଣି ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭେମାନେ ଅଳ୍ପସଂଖ୍ୟକ ହୋଇ ଅବଶିଷ୍ଟ ରହିବ।

See the chapter Copy

ଦ୍ଵିତୀୟ ବିବରଣ 4:27

Follow us:

Advertisements

Advertisements