Online Bible

- Advertisements -

ଦ୍ଵିତୀୟ ବିବରଣ 4:28 - ପବିତ୍ର ବାଇବଲ

28 ସେଠାରେ ତୁମ୍ଭେମାନେ ମନୁଷ୍ୟର ହସ୍ତକୃତ କାଠମୟ ଓ ପ୍ରସ୍ତରମୟ ପୁଣି ଯେଉଁମାନେ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ କି ଭୋଜନ କରନ୍ତି ନାହିଁ, କି ଆଘ୍ରାଣ କରନ୍ତି ନାହିଁ, ଏପରି ଦେବଗଣର ସେବା କରିବ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

28 ଆଉ ସେହି ସ୍ଥାନରେ ତୁମ୍ଭେମାନେ ମନୁଷ୍ୟର ହସ୍ତକୃତ କାଷ୍ଠମୟ ଓ ପ୍ରସ୍ତରମୟ, ପୁଣି ଯେଉଁମାନେ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଭୋଜନ କରନ୍ତି ନାହିଁ, କି ଆଘ୍ରାଣ କରନ୍ତି ନାହିଁ, ଏପରି ଦେବଗଣର ସେବା କରିବ।

See the chapter Copy

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଆଉ ସେହି ସ୍ଥାନରେ ତୁମ୍ଭେମାନେ ମନୁଷ୍ୟର ହସ୍ତକୃତ କାଷ୍ଠମୟ ଓ ପ୍ରସ୍ତରମୟ, ପୁଣି ଯେଉଁମାନେ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଭୋଜନ କରନ୍ତି ନାହିଁ, କି ଆଘ୍ରାଣ କରନ୍ତି ନାହିଁ, ଏପରି ଦେବଗଣର ସେବା କରିବ।

See the chapter Copy

ଦ୍ଵିତୀୟ ବିବରଣ 4:28

Follow us:

Advertisements

Advertisements