Online Bible

- Advertisements -




ଦ୍ଵିତୀୟ ବିବରଣ 4:29 - ପବିତ୍ର ବାଇବଲ

29 କିନ୍ତୁ ସେହି ସ୍ଥାନରେ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଅନ୍ୱେଷଣ କରିବ। ତେବେ ତୁମ୍ଭେମାନେ ଯଦି ହୃଦୟତାର ସହକାରେ ତାଙ୍କୁ ଅନ୍ୱେଷଣ କର ତେବେ ତୁମ୍ଭେ ତାଙ୍କୁ ପାଇପାରିବ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

29 ମାତ୍ର ସେହି ସ୍ଥାନରୁ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଅନ୍ଵେଷଣ କରିବ, ତେବେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଅନ୍ଵେଷଣ କଲେ, ତାହାଙ୍କର ଉଦ୍ଦେଶ୍ୟ ପାଇବ।

See the chapter Copy

ଓଡିଆ ବାଇବେଲ

29 ମାତ୍ର ସେହି ସ୍ଥାନରୁ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅନ୍ୱେଷଣ କରିବ, ତେବେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଅନ୍ୱେଷଣ କଲେ, ତାହାଙ୍କର ଉଦ୍ଦେଶ୍ୟ ପାଇବ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ମାତ୍ର ସେହି ସ୍ଥାନରୁ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅନ୍ୱେଷଣ କରିବ, ତେବେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଅନ୍ୱେଷଣ କଲେ, ତାହାଙ୍କର ଉଦ୍ଦେଶ୍ୟ ପାଇବ।

See the chapter Copy




ଦ୍ଵିତୀୟ ବିବରଣ 4:29

Follow us:

Advertisements


Advertisements