ଦ୍ଵିତୀୟ ବିବରଣ 4:3 - ପବିତ୍ର ବାଇବଲ3 “ତୁମ୍ଭେମାନେ ସଦାପ୍ରଭୁଙ୍କର କର୍ମ ବାଲପିୟୋରରେ ଦେଖିଅଛ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ବାଲପିୟୋରର ପଶ୍ଚାଦ୍ଗାମୀ ସମସ୍ତ ଲୋକଙ୍କୁ ତୁମ୍ଭମାନଙ୍କ ମଧ୍ୟରୁ ହତ୍ୟା କରିଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)3 ବାଲପିୟୋର ବିଷୟରେ ସଦାପ୍ରଭୁ ଯାହା କଲେ, ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଅଛି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ବାଲପିୟୋରର ପଶ୍ଚାଦ୍ଗାମୀ ସମସ୍ତ ଲୋକଙ୍କୁ ତୁମ୍ଭ ମଧ୍ୟରୁ ବିନଷ୍ଟ କରିଅଛନ୍ତି। See the chapterଓଡିଆ ବାଇବେଲ3 ବାଲ୍-ପିୟୋର ବିଷୟରେ ସଦାପ୍ରଭୁ ଯାହା କଲେ, ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଅଛି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବାଲପିୟୋରର ପଶ୍ଚାଦ୍ଗାମୀ ସମସ୍ତ ଲୋକଙ୍କୁ ତୁମ୍ଭ ମଧ୍ୟରୁ ବିନଷ୍ଟ କରିଅଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ବାଲ୍-ପିୟୋର ବିଷୟରେ ସଦାପ୍ରଭୁ ଯାହା କଲେ, ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଅଛି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବାଲପିୟୋରର ପଶ୍ଚାଦ୍ଗାମୀ ସମସ୍ତ ଲୋକଙ୍କୁ ତୁମ୍ଭ ମଧ୍ୟରୁ ବିନଷ୍ଟ କରିଅଛନ୍ତି। See the chapter |