Online Bible

- Advertisements -




ଦ୍ଵିତୀୟ ବିବରଣ 4:33 - ପବିତ୍ର ବାଇବଲ

33 ତୁମ୍ଭେ ଯେପରି ଶୁଣିଅଛ, ସେପରି ଅନ୍ୟ କୌଣସି ଦେଶୀୟ ଲୋକ ପରମେଶ୍ୱରଙ୍କର କଥା ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଲେ?

See the chapter Copy

ପବିତ୍ର ବାଇବଲ (Re-edited) - (BSI)

33 ଆଉ ତୁମ୍ଭେ ଯେପରି ଶୁଣିଅଛ, ସେପରି କି ଅନ୍ୟ କୌଣସି ଦେଶୀୟ ଲୋକେ ପରମେଶ୍ଵରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଲେ?

See the chapter Copy

ଓଡିଆ ବାଇବେଲ

33 ଆଉ ତୁମ୍ଭେ ଯେପରି ଶୁଣିଅଛ, ସେପରି କି ଅନ୍ୟ କୌଣସି ଦେଶୀୟ ଲୋକେ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛନ୍ତି ?

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଆଉ ତୁମ୍ଭେ ଯେପରି ଶୁଣିଅଛ, ସେପରି କି ଅନ୍ୟ କୌଣସି ଦେଶୀୟ ଲୋକେ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛନ୍ତି?

See the chapter Copy




ଦ୍ଵିତୀୟ ବିବରଣ 4:33

Follow us:

Advertisements


Advertisements