Online Bible

- Advertisements -




ଦ୍ଵିତୀୟ ବିବରଣ 4:35 - ପବିତ୍ର ବାଇବଲ

35 ଏହିସବୁ ତୁମ୍ଭ ପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭେମାନେ ଜାଣି ପାରିବ, ଯେ ସଦାପ୍ରଭୁ ପରମେଶ୍ୱର ଅଟନ୍ତି, ତାଙ୍କ ଭିନ୍ନ ଆଉ କେହି ନାହିଁ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

35 ଏସବୁ ତୁମ୍ଭ ପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭେ ଜାଣିବ ଯେ, ସଦାପ୍ରଭୁ ପରମେଶ୍ଵର ଅଟନ୍ତି, ତାହାଙ୍କ ଭିନ୍ନ ଆଉ କେହି ନାହିଁ।

See the chapter Copy

ଓଡିଆ ବାଇବେଲ

35 ଏସବୁ ତୁମ୍ଭ ପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭେ ଜାଣିବ ଯେ, ସଦାପ୍ରଭୁ ପରମେଶ୍ୱର ଅଟନ୍ତି, ତାହାଙ୍କ ତୁଲ୍ୟ ଆଉ କେହି ନାହିଁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଏସବୁ ତୁମ୍ଭ ପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭେ ଜାଣିବ ଯେ, ସଦାପ୍ରଭୁ ପରମେଶ୍ୱର ଅଟନ୍ତି, ତାହାଙ୍କ ତୁଲ୍ୟ ଆଉ କେହି ନାହିଁ।

See the chapter Copy




ଦ୍ଵିତୀୟ ବିବରଣ 4:35

Follow us:

Advertisements


Advertisements