ଦ୍ଵିତୀୟ ବିବରଣ 5:28 - ପବିତ୍ର ବାଇବଲ28 “ତୁମ୍ଭେମାନେ ମୋତେ ଯେତେବେଳେ ଏପରି କହିଲ, ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କର ସେହି ବାକ୍ୟର କଥା ଶୁଣି ମୋତେ କହିଲେ, ‘ଏହି ଲୋକମାନେ ତୁମ୍ଭକୁ ଯାହା କହିଛନ୍ତି ଆମ୍ଭେ ସେହି କଥା ଶୁଣିଅଛୁ। ସେମାନେ ଯାହା କହିଛନ୍ତି ଭଲ କହିଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)28 ତୁମ୍ଭେମାନେ ଯେତେବେଳେ ମୋତେ ଏହି କଥା କହିଲ, ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କର ସେହି ବାକ୍ୟର ରବ ଶୁଣି ମୋତେ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା କହିଅଛନ୍ତି, ଆମ୍ଭେ ସେହି ବାକ୍ୟର ରବ ଶୁଣିଅଛୁ; ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି। See the chapterଓଡିଆ ବାଇବେଲ28 ତୁମ୍ଭେମାନେ ଯେତେବେଳେ ମୋତେ ଏହି କଥା କହିଲ, “ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କର ସେହି ବାକ୍ୟର ରବ ଶୁଣି ମୋତେ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା କହିଅଛନ୍ତି, ଆମ୍ଭେ ସେହି ବାକ୍ୟର ରବ ଶୁଣିଅଛୁ; ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତୁମ୍ଭେମାନେ ଯେତେବେଳେ ମୋତେ ଏହି କଥା କହିଲ, ‘ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କର ସେହି ବାକ୍ୟର ରବ ଶୁଣି ମୋତେ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା କହିଅଛନ୍ତି, ଆମ୍ଭେ ସେହି ବାକ୍ୟର ରବ ଶୁଣିଅଛୁ; ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି। See the chapter |