ଦ୍ଵିତୀୟ ବିବରଣ 5:29 - ପବିତ୍ର ବାଇବଲ29 ଆମ୍ଭେ ଗ୍ଭହୁଁ ତାଙ୍କର ଭାବନାର ପରିବର୍ତ୍ତନ ଘଟୁ। ଆମ୍ଭେ ଗ୍ଭହୁଁ ସେମାନେ ହୃଦୟତାର ସହକାରେ ଆମ୍ଭକୁ ସମ୍ମାନ କରି ଆମ୍ଭର ବାକ୍ୟ ପାଳନ କରନ୍ତୁ। ଏହା ପରେ ସେମାନଙ୍କର ଓ ତାଙ୍କ ସନ୍ତାନମାନଙ୍କର ଅନନ୍ତକାଳୀନ ମଙ୍ଗଳ ହେବ। See the chapterପବିତ୍ର ବାଇବଲ (Re-edited) - (BSI)29 ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତାଣ! See the chapterଓଡିଆ ବାଇବେଲ29 ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତା ! See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତା! See the chapter |