ଦ୍ଵିତୀୟ ବିବରଣ 5:3 - ପବିତ୍ର ବାଇବଲ3 ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ସେହି ନିୟମ କଲେ ନାହିଁ, କିନ୍ତୁ ସେ ଆମ୍ଭ ସମସ୍ତଙ୍କ ସହିତ ତାହା କଲେ, ଯେଉଁମାନେ ଏଠାରେ ଆଜି ବାସ କରୁଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)3 ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ସେହି ନିୟମ କଲେ ନାହିଁ ; ମାତ୍ର ଆଜି ଏହି ସ୍ଥାନରେ ଜୀବିତ ଅଟୁ ଯେ ଆମ୍ଭେମାନେ, ଆମ୍ଭ ସମସ୍ତଙ୍କ ସହିତ ତାହା କଲେ। See the chapterଓଡିଆ ବାଇବେଲ3 ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ସେହି ନିୟମ କଲେ ନାହିଁ; ମାତ୍ର ଆଜି ଏହି ସ୍ଥାନରେ ଜୀବିତ ଅଟୁ ଯେ ଆମ୍ଭେମାନେ, ଆମ୍ଭ ସମସ୍ତଙ୍କ ସହିତ ତାହା କଲେ See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ସେହି ନିୟମ କଲେ ନାହିଁ; ମାତ୍ର ଆଜି ଏହି ସ୍ଥାନରେ ଜୀବିତ ଅଟୁ ଯେ ଆମ୍ଭେମାନେ, ଆମ୍ଭ ସମସ୍ତଙ୍କ ସହିତ ତାହା କଲେ। See the chapter |