Online Bible

- Advertisements -




ଦ୍ଵିତୀୟ ବିବରଣ 5:5 - ପବିତ୍ର ବାଇବଲ

5 ସେହି ସମୟରେ, ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ବାକ୍ୟ କହିବା ନିମନ୍ତେ ସେହି ସ୍ଥାନରେ ସଦାପ୍ରଭୁଙ୍କର ଓ ତୁମ୍ଭମାନଙ୍କ ମଧ୍ୟରେ ଛିଡ଼ା ହେଲି କାରଣ ତୁମ୍ଭେମାନେ ଅଗ୍ନିକୁ ଭୟ କଲ, ଏବଂ ସେଥିପାଇଁ ତୁମ୍ଭେମାନେ ପର୍ବତ ଉପରକୁ ଗଲ ନାହିଁ। ତାଙ୍କର ବାକ୍ୟ ଏହିସବୁ,

See the chapter Copy

ପବିତ୍ର ବାଇବଲ (Re-edited) - (BSI)

5 ସେହି ସମୟରେ ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ବାକ୍ୟ ଜ୍ଞାତ କରାଇବା ନିମନ୍ତେ ସେହି ସ୍ଥାନରେ ସଦାପ୍ରଭୁଙ୍କ ଓ ତୁମ୍ଭମାନଙ୍କ ମଧ୍ୟରେ ଛିଡ଼ା ହେଲି; କାରଣ ତୁମ୍ଭେମାନେ ଅଗ୍ନି ସକାଶୁ ଭୀତ ହେବାରୁ ପର୍ବତ ଆରୋହଣ କଲ ନାହିଁ; ତାହାଙ୍କର ବାକ୍ୟ ଏହି, ଯଥା,

See the chapter Copy

ଓଡିଆ ବାଇବେଲ

5 ସେହି ସମୟରେ ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ବାକ୍ୟ ଜ୍ଞାତ କରାଇବା ନିମନ୍ତେ ସେହି ସ୍ଥାନରେ ସଦାପ୍ରଭୁଙ୍କ ଓ ତୁମ୍ଭମାନଙ୍କ ମଧ୍ୟରେ ଠିଆ ହେଲି; କାରଣ ତୁମ୍ଭେମାନେ ଅଗ୍ନି ସକାଶୁ ଭୀତ ହେବାରୁ ପର୍ବତ ଆରୋହଣ କଲ ନାହିଁ; ତାହାଙ୍କର ବାକ୍ୟ ଏହି, ଯଥା,

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେହି ସମୟରେ ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ବାକ୍ୟ ଜ୍ଞାତ କରାଇବା ନିମନ୍ତେ ସେହି ସ୍ଥାନରେ ସଦାପ୍ରଭୁଙ୍କ ଓ ତୁମ୍ଭମାନଙ୍କ ମଧ୍ୟରେ ଠିଆ ହେଲି; କାରଣ ତୁମ୍ଭେମାନେ ଅଗ୍ନି ସକାଶୁ ଭୀତ ହେବାରୁ ପର୍ବତ ଆରୋହଣ କଲ ନାହିଁ; ତାହାଙ୍କର ବାକ୍ୟ ଏହି, ଯଥା,

See the chapter Copy




ଦ୍ଵିତୀୟ ବିବରଣ 5:5

Follow us:

Advertisements


Advertisements