Online Bible

- Advertisements -




ଦ୍ଵିତୀୟ ବିବରଣ 7:1 - ପବିତ୍ର ବାଇବଲ

1 “ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ ସେହି ଦେଶରେ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରବେଶ କରାଇବେ ଓ ତୁମ୍ଭ ସାକ୍ଷାତରୁ ନାନା ଗୋଷ୍ଠୀୟ ଲୋକମାନଙ୍କୁ ହିତ୍ତୀୟ ଓ ଗିର୍ଗାସୀୟ ଓ ଇମୋରୀୟ ଓ କିଣାନୀୟ ଓ ପିରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ତୁମ୍ଭଠାରୁ ମହାନ୍ ଓ ବଳବାନ୍ ଏହି ସାତ ଗୋଷ୍ଠୀଙ୍କୁ ଦୂର କରିବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

1 ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ପ୍ରବେଶ କରାଇବେ ଓ ତୁମ୍ଭ ସାକ୍ଷାତରୁ ନାନା ଗୋଷ୍ଠୀୟ ଲୋକମାନଙ୍କୁ, ହିତ୍ତୀୟ ଓ ଗିର୍ଗାଶୀୟ ଓ ଇମୋରୀୟ ଓ କିଣାନୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ, ତୁମ୍ଭଠାରୁ ମହାନ ଓ ବଳବାନ ଏହି ସାତ ଗୋଷ୍ଠୀଙ୍କୁ ଦୂର କରିବେ;

See the chapter Copy

ଓଡିଆ ବାଇବେଲ

1 ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରବେଶ କରାଇବେ ଓ ତୁମ୍ଭ ସାକ୍ଷାତରୁ ନାନା ଗୋଷ୍ଠୀୟ ଲୋକମାନଙ୍କୁ, ହିତ୍ତୀୟ, ଗିର୍ଗାଶୀୟ, ଇମୋରୀୟ, କିଣାନୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ, ତୁମ୍ଭଠାରୁ ମହାନ୍ ଓ ବଳବାନ ଏହି ସାତ ଗୋଷ୍ଠୀଙ୍କୁ ଦୂର କରିବେ;

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରବେଶ କରାଇବେ ଓ ତୁମ୍ଭ ସାକ୍ଷାତରୁ ନାନା ଗୋଷ୍ଠୀୟ ଲୋକମାନଙ୍କୁ, ହିତ୍ତୀୟ, ଗିର୍ଗାଶୀୟ, ଇମୋରୀୟ, କିଣାନୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ, ତୁମ୍ଭଠାରୁ ମହାନ ଓ ବଳବାନ ଏହି ସାତ ଗୋଷ୍ଠୀଙ୍କୁ ଦୂର କରିବେ;

See the chapter Copy




ଦ୍ଵିତୀୟ ବିବରଣ 7:1

Follow us:

Advertisements


Advertisements