ଦ୍ଵିତୀୟ ବିବରଣ 7:18 - ପବିତ୍ର ବାଇବଲ18 ତୁମ୍ଭମାନଙ୍କର ମନେଥିବ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଫାରୋ ଓ ସମସ୍ତ ମିଶର ପ୍ରତି ଯେଉଁ କର୍ମମାନ କରିଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)18 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଫାରୋ ଓ ସମସ୍ତ ମିସର ପ୍ରତି ଯେ ଯେ କର୍ମ କରିଅଛନ୍ତି; See the chapterଓଡିଆ ବାଇବେଲ18 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଫାରୋ ଓ ସମସ୍ତ ମିସର ପ୍ରତି ଯେଉଁ ଯେଉଁ କର୍ମ କରିଅଛନ୍ତି; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଫାରୋ ଓ ସମସ୍ତ ମିସର ପ୍ରତି ଯେଉଁ ଯେଉଁ କର୍ମ କରିଅଛନ୍ତି; See the chapter |