Online Bible

- Advertisements -




ଦ୍ଵିତୀୟ ବିବରଣ 7:22 - ପବିତ୍ର ବାଇବଲ

22 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଅଳ୍ପ ଅଳ୍ପ କରି କାଢ଼ିବେ। ତୁମ୍ଭେ ସେମାନଙ୍କୁ ଏକାବେଳେ ବିନାଶ କରିବ ନାହିଁ, କଲେ ବନ ପଶୁମାନେ ତୁମ୍ଭ ପ୍ରତିକୂଳରେ ବଢ଼ି ଉଠିବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

22 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ସମ୍ମୁଖରୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଅଳ୍ପ ଅଳ୍ପ କରି କାଢ଼ି ଦେବେ; ତୁମ୍ଭେ ସେମାନଙ୍କୁ ଏକାବେଳେ ବିନାଶ କରିବ ନାହିଁ, କଲେ ବନପଶୁମାନେ ତୁମ୍ଭ ପ୍ରତିକୂଳରେ ବଢ଼ି ଉଠିବେ।

See the chapter Copy

ଓଡିଆ ବାଇବେଲ

22 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଅଳ୍ପ ଅଳ୍ପ କରି କାଢ଼ି ଦେବେ; ତୁମ୍ଭେ ସେମାନଙ୍କୁ ଏକାବେଳେ ବିନାଶ କରିବ ନାହିଁ, କଲେ ବନ ପଶୁମାନେ ତୁମ୍ଭ ପ୍ରତିକୂଳରେ ବଢ଼ି ଉଠିବେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଅଳ୍ପ ଅଳ୍ପ କରି କାଢ଼ି ଦେବେ; ତୁମ୍ଭେ ସେମାନଙ୍କୁ ଏକାବେଳେ ବିନାଶ କରିବ ନାହିଁ, କଲେ ବନ ପଶୁମାନେ ତୁମ୍ଭ ପ୍ରତିକୂଳରେ ବଢ଼ି ଉଠିବେ।

See the chapter Copy




ଦ୍ଵିତୀୟ ବିବରଣ 7:22

Follow us:

Advertisements


Advertisements