ଦ୍ଵିତୀୟ ବିବରଣ 7:3 - ପବିତ୍ର ବାଇବଲ3 ତୁମ୍ଭେମାନେ ସେମାନଙ୍କ ସହିତ ବିବାହ ସମ୍ବନ୍ଧ ରଖିବ ନାହିଁ। ତୁମ୍ଭେମାନେ ସେମାନଙ୍କ ପୁତ୍ରମାନଙ୍କ ସହିତ ଆପଣା କନ୍ୟାମାନଙ୍କୁ ବିବାହ ଦେବ ନାହିଁ। କିଅବା ଆପଣା ପୁତ୍ରମାନଙ୍କୁ ସେମାନଙ୍କ କନ୍ୟାମାନଙ୍କ ସହିତ ବିବାହ ଦେବ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)3 ଅଥବା ତୁମ୍ଭେ ସେମାନଙ୍କ ସହିତ ବିବାହ-ସମ୍ଵନ୍ଧ କରିବ ନାହିଁ; ତୁମ୍ଭେ ତାହାର ପୁତ୍ରକୁ ଆପଣା କନ୍ୟା ଦେବ ନାହିଁ, ଅବା ଆପଣା ପୁତ୍ର ନିମନ୍ତେ ତାହାର କନ୍ୟା ଗ୍ରହଣ କରିବ ନାହିଁ। See the chapterଓଡିଆ ବାଇବେଲ3 ଅଥବା ତୁମ୍ଭେ ସେମାନଙ୍କ ସହିତ ବିବାହ-ସମ୍ବନ୍ଧ କରିବ ନାହିଁ; ତୁମ୍ଭେ ତାହାର ପୁତ୍ରକୁ ଆପଣା କନ୍ୟା ଦେବ ନାହିଁ, ଅବା ଆପଣା ପୁତ୍ର ନିମନ୍ତେ ତାହାର କନ୍ୟା ଗ୍ରହଣ କରିବ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଅଥବା ତୁମ୍ଭେ ସେମାନଙ୍କ ସହିତ ବିବାହ-ସମ୍ବନ୍ଧ କରିବ ନାହିଁ; ତୁମ୍ଭେ ତାହାର ପୁତ୍ରକୁ ଆପଣା କନ୍ୟା ଦେବ ନାହିଁ, ଅବା ଆପଣା ପୁତ୍ର ନିମନ୍ତେ ତାହାର କନ୍ୟା ଗ୍ରହଣ କରିବ ନାହିଁ। See the chapter |