ଦ୍ଵିତୀୟ ବିବରଣ 8:5 - ପବିତ୍ର ବାଇବଲ5 ତେଣୁ ତୁମ୍ଭେମାନେ ହୃଦୟର ସହିତ ଜାଣିବା ଉଚିତ୍ ଯେ, ଜଣେ ପିତା ତା'ର ସନ୍ତାନଗଣଙ୍କୁ ଯେପରି ଅନୁଶାସିତ କରେ ସେହିପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭକୁ ଅନୁଶାସିତ କରିଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)5 ପୁଣି ମନୁଷ୍ୟ ଯେପରି ଆପଣା ପୁତ୍ରକୁ ଶାସନ କରେ, ତଦ୍ରୂପ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଶାସନ କରନ୍ତି, ଏହା ତୁମ୍ଭେ ଆପଣା ମନରେ ବିବେଚନା କରିବ। See the chapterଓଡିଆ ବାଇବେଲ5 ପୁଣି ମନୁଷ୍ୟ ଯେପରି ଆପଣା ପୁତ୍ରକୁ ଶାସନ କରେ, ତଦ୍ରୂପ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଶାସନ କରନ୍ତି, ଏହା ତୁମ୍ଭେ ଆପଣା ମନରେ ବିବେଚନା କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି ମନୁଷ୍ୟ ଯେପରି ଆପଣା ପୁତ୍ରକୁ ଶାସନ କରେ, ତଦ୍ରୂପ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଶାସନ କରନ୍ତି, ଏହା ତୁମ୍ଭେ ଆପଣା ମନରେ ବିବେଚନା କରିବ। See the chapter |