Online Bible

- Advertisements -




ଦ୍ଵିତୀୟ ବିବରଣ 9:23 - ପବିତ୍ର ବାଇବଲ

23 ଏହା ପରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, ‘ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠିଯାଇ ଅଧିକାର କର।’ ସେ ସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାରେ ବିଦ୍ରୋହାଗ୍ଭରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, କିଅବା ତାହାଙ୍କ କଥା ଶୁଣିଲ ନାହିଁ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

23 ତହିଁ ଉତ୍ତାରେ ସଦାପ୍ରଭୁ ଯେସମୟରେ କାଦେଶ-ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠି ଯାଇ ତାହା ଅଧିକାର କର; ସେସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଆଜ୍ଞାର ବିଦ୍ରୋହାଚାରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ଵାସ କଲ ନାହିଁ, କିଅବା ତାହାଙ୍କ ରବ ଶୁଣିଲ ନାହିଁ।

See the chapter Copy

ଓଡିଆ ବାଇବେଲ

23 ତହିଁ ଉତ୍ତାରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ-ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠି ଯାଇ ତାହା ଅଧିକାର କର; ସେସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାର ବିଦ୍ରୋହାଚାରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, କିଅବା ତାହାଙ୍କ ରବ ଶୁଣିଲ ନାହିଁ।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତହିଁ ଉତ୍ତାରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ-ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠିଯାଇ ତାହା ଅଧିକାର କର; ସେସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାର ବିଦ୍ରୋହାଚାରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, କିଅବା ତାହାଙ୍କ ରବ ଶୁଣିଲ ନାହିଁ।”

See the chapter Copy




ଦ୍ଵିତୀୟ ବିବରଣ 9:23

Follow us:

Advertisements


Advertisements