Online Bible

- Advertisements -




ଦ୍ଵିତୀୟ ବିବରଣ 9:26 - ପବିତ୍ର ବାଇବଲ

26 ମୁଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, ‘ହେ ପ୍ରଭୁ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକଙ୍କୁ ଓ ଆପଣା ଅଧିକାରକୁ ବିନାଶ କର ନାହିଁ। ତୁମ୍ଭେ ଆପଣା ମହିମାରେ ସେମାନଙ୍କୁ ମୁକ୍ତ କରିଅଛ, ତୁମ୍ଭେ ସେମାନଙ୍କୁ ବଳବାନ୍ ହସ୍ତଦ୍ୱାରା ମିଶରରୁ ବାହାର କରି ଆଣିଅଛ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

26 ପୁଣି ମୁଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଆପଣା ଲୋକଙ୍କୁ ଓ ଆପଣା ଅଧିକାରକୁ ବିନାଶ କର ନାହିଁ, ତୁମ୍ଭେ ଆପଣା ମହିମାରେ ସେମାନଙ୍କୁ ମୁକ୍ତ କରିଅଛ, ତୁମ୍ଭେ ସେମାନଙ୍କୁ ବଳବାନ ହସ୍ତ ଦ୍ଵାରା ମିସରରୁ ବାହାର କରି ଆଣିଅଛ।

See the chapter Copy

ଓଡିଆ ବାଇବେଲ

26 ପୁଣି ମୁଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ଲୋକଙ୍କୁ ଓ ଆପଣା ଅଧିକାରକୁ ବିନାଶ କର ନାହିଁ, ତୁମ୍ଭେ ଆପଣା ମହିମାରେ ସେମାନଙ୍କୁ ମୁକ୍ତ କରିଅଛ, ତୁମ୍ଭେ ସେମାନଙ୍କୁ ବଳବାନ ହସ୍ତ ଦ୍ୱାରା ମିସରରୁ ବାହାର କରି ଆଣିଅଛ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପୁଣି ମୁଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, “ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକଙ୍କୁ ଓ ଆପଣା ଅଧିକାରକୁ ବିନାଶ କର ନାହିଁ, ତୁମ୍ଭେ ଆପଣା ମହିମାରେ ସେମାନଙ୍କୁ ମୁକ୍ତ କରିଅଛ, ତୁମ୍ଭେ ସେମାନଙ୍କୁ ବଳବାନ ହସ୍ତ ଦ୍ୱାରା ମିସରରୁ ବାହାର କରି ଆଣିଅଛ।

See the chapter Copy




ଦ୍ଵିତୀୟ ବିବରଣ 9:26

Follow us:

Advertisements


Advertisements