ଦ୍ଵିତୀୟ ବିବରଣ 9:29 - ପବିତ୍ର ବାଇବଲ29 ତଥାପି ସେମାନେ ତ ତୁମ୍ଭମାନଙ୍କର ଲୋକ ଅଟନ୍ତି ଓ ତୁମ୍ଭର ଅଧିକାର ସେମାନଙ୍କ ଉପରେ ଅଛି। ତୁମ୍ଭେ ସେମାନଙ୍କୁ ଆପଣା ମହାଶକ୍ତି ଓ ବିସ୍ତାରିତ ବାହୁଦ୍ୱାରା ବାହାର କରି ଆଣିଅଛ।’ See the chapterପବିତ୍ର ବାଇବଲ (Re-edited) - (BSI)29 ତଥାପି ସେମାନେ ତ ତୁମ୍ଭର ଲୋକ ଓ ତୁମ୍ଭର ଅଧିକାର, ତୁମ୍ଭେ ସେମାନଙ୍କୁ ଆପଣା ମହାଶକ୍ତି ଓ ବିସ୍ତାରିତ ବାହୁ ଦ୍ଵାରା ବାହାର କରି ଆଣିଅଛ। See the chapterଓଡିଆ ବାଇବେଲ29 ତଥାପି ସେମାନେ ତ ତୁମ୍ଭର ଲୋକ ଓ ତୁମ୍ଭର ଅଧିକାର, ତୁମ୍ଭେ ସେମାନଙ୍କୁ ଆପଣା ମହାଶକ୍ତି ଓ ବିସ୍ତାରିତ ବାହୁ ଦ୍ୱାରା ବାହାର କରି ଆଣିଅଛ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ତଥାପି ସେମାନେ ତ ତୁମ୍ଭର ଲୋକ ଓ ତୁମ୍ଭର ଅଧିକାର, ତୁମ୍ଭେ ସେମାନଙ୍କୁ ଆପଣା ମହାଶକ୍ତି ଓ ବିସ୍ତାରିତ ବାହୁ ଦ୍ୱାରା ବାହାର କରି ଆଣିଅଛ।” See the chapter |