ଦ୍ଵିତୀୟ ବିବରଣ 9:9 - ପବିତ୍ର ବାଇବଲ9 ଯେତେବେଳେ ମୁଁ ପ୍ରସ୍ତରଦ୍ୱୟ ଅର୍ଥାତ୍, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ କୃତ ନିୟମର ଦୁଇ ପ୍ରସ୍ତର ଫଳକ ଗ୍ରହଣ କରିବା ପାଇଁ ପର୍ବତ ଉପରକୁ ଗଲି। ସେତେବେଳେ ମୁଁ ପର୍ବତରେ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି ରହିଲି, ମୁଁ ଖାଦ୍ୟ କିଅବା ଜଳପାନ ମଧ୍ୟ କଲି ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)9 ଯେତେବେଳେ ମୁଁ ପ୍ରସ୍ତରଦ୍ଵୟ, ଅର୍ଥାତ୍, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ କୃତ ନିୟମର ଦୁଇ ପ୍ରସ୍ତର ଫଳକ ଗ୍ରହଣ କରିବା ପାଇଁ ପର୍ବତ ଉପରକୁ ଗଲି, ସେତେବେଳେ ମୁଁ ପର୍ବତରେ ଚାଳିଶ ଦିନ ଓ ଚାଳିଶ ରାତ୍ରି ଅବସ୍ଥିତି କଲି; ମୁଁ ଅନ୍ନଭୋଜନ କିଅବା ଜଳପାନ କଲି ନାହିଁ, See the chapterଓଡିଆ ବାଇବେଲ9 ଯେତେବେଳେ ମୁଁ ପ୍ରସ୍ତରଦ୍ୱୟ, ଅର୍ଥାତ୍, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ କୃତ ନିୟମର ଦୁଇ ପ୍ରସ୍ତର ଫଳକ ଗ୍ରହଣ କରିବା ପାଇଁ ପର୍ବତ ଉପରକୁ ଗଲି, ସେତେବେଳେ ମୁଁ ପର୍ବତରେ ଚାଳିଶ ଦିନ ଓ ଚାଳିଶ ରାତ୍ରି ରହିଲି; ମୁଁ ଅନ୍ନ ଭୋଜନ କିଅବା ଜଳ ପାନ କଲି ନାହିଁ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯେତେବେଳେ ମୁଁ ପ୍ରସ୍ତରଦ୍ୱୟ, ଅର୍ଥାତ୍, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ କୃତ ନିୟମର ଦୁଇ ପ୍ରସ୍ତର ଫଳକ ଗ୍ରହଣ କରିବା ପାଇଁ ପର୍ବତ ଉପରକୁ ଗଲି, ସେତେବେଳେ ମୁଁ ପର୍ବତରେ ଚାଳିଶ ଦିନ ଓ ଚାଳିଶ ରାତ୍ରି ରହିଲି; ମୁଁ ଅନ୍ନ ଭୋଜନ କିଅବା ଜଳ ପାନ କଲି ନାହିଁ, See the chapter |