ଉପଦେଶକ 12:10 - ପବିତ୍ର ବାଇବଲ10 ଉପଦେଶକ ସଠିକ୍ ଶବ୍ଦ ଖୋଜିବା ପାଇଁ ଚେଷ୍ଟା କଲେ। ଏବଂ ଯେଉଁ ଶବ୍ଦଗୁଡ଼ିକ ପୁରାପୁରି ସତ୍ୟ ଓ ସିଦ୍ଧ, ସେଗୁଡ଼ିକ ଲେଖିଲେ। See the chapterପବିତ୍ର ବାଇବଲ (Re-edited) - (BSI)10 ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲା। See the chapterଓଡିଆ ବାଇବେଲ10 ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲେ। See the chapter |