ଉପଦେଶକ 3:1 - ପବିତ୍ର ବାଇବଲ1 ପ୍ରତ୍ୟେକ ଜିନିଷ ପାଇଁ ଏକ ଉଚିତ୍ ସମୟ ଅଛି ଏବଂ ସ୍ୱର୍ଗ ତଳେ ପ୍ରତ୍ୟେକ ଯୋଜନା ଠିକ୍ ସମୟରେ ଘଟିବ। See the chapterପବିତ୍ର ବାଇବଲ (Re-edited) - (BSI)1 ସବୁ ବିଷୟର କାଳ ଅଛି ଓ ଆକାଶ ତଳେ ସବୁ ମନୋରଥର ସମୟ ଅଛି; See the chapterଓଡିଆ ବାଇବେଲ1 ସବୁ ବିଷୟର ଉଚିତ୍ ସମୟ ଅଛି ଓ ଆକାଶ ତଳେ ସବୁ ଉଦ୍ଦେଶ୍ୟର ଉଚିତ୍ ସମୟ ଅଛି; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସବୁ ବିଷୟର ଉଚିତ ସମୟ ଅଛି ଓ ଆକାଶ ତଳେ ସବୁ ଉଦ୍ଦେଶ୍ୟର ଉଚିତ ସମୟ ଅଛି; See the chapter |