ଉପଦେଶକ 8:2 - ପବିତ୍ର ବାଇବଲ2 ମୁଁ ତୁମ୍ଭକୁ ପରାମର୍ଶ ଦେଉଛି ତୁମ୍ଭେ ସର୍ବଦା ରାଜାଆଜ୍ଞା ପାଳନ କର। ତୁମ୍ଭେ ଏପରି କର କାରଣ ତୁମ୍ଭେ ପରମେଶ୍ୱରଙ୍କଠାରେ ତାହା କରିବାକୁ ପ୍ରତିଜ୍ଞା କରିଅଛ। See the chapterପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ରାଜାଜ୍ଞା ପାଳନ କର, ମୁଁ ଏହା ପରାମର୍ଶ ଦିଏ ଓ ପରମେଶ୍ଵରଙ୍କ ସାକ୍ଷାତରେ ଶପଥ କରିବା ସକାଶୁ ତାହା କର। See the chapterଓଡିଆ ବାଇବେଲ2 ତୁମ୍ଭେ ରାଜାଜ୍ଞା ପାଳନ କର, ମୁଁ ଏହା ପରାମର୍ଶ ଦିଏ ଓ ପରମେଶ୍ୱରଙ୍କ ସାକ୍ଷାତରେ ଶପଥ କରିବା ସକାଶୁ ତାହା କର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୁମ୍ଭେ ରାଜାଜ୍ଞା ପାଳନ କର, ମୁଁ ଏହା ପରାମର୍ଶ ଦିଏ ଓ ପରମେଶ୍ୱରଙ୍କ ସାକ୍ଷାତରେ ଶପଥ କରିବା ସକାଶୁ ତାହା କର। See the chapter |