ଉପଦେଶକ 9:11 - ପବିତ୍ର ବାଇବଲ11 ମୁଁ ଫେରି ସୂର୍ଯ୍ୟ ତଳେ କିଛି ଥିବାର ଦେଖିଲି, ଏହି ବାଜି କ୍ଷିପ୍ରଧାବକମାନଙ୍କ ପାଇଁ ନୁହେଁ, ବଳଶାଳୀମାନଙ୍କ ପାଇଁ ଯୁଦ୍ଧର ବିଜୟ କିଅବା ଜ୍ଞାନୀମାନଙ୍କ ପାଇଁ ଖାଦ୍ୟ ଅଥବା ଧନ ବୁଦ୍ଧିମାନ ପାଇଁ। ଶିକ୍ଷିତମାନଙ୍କ ପାଇଁ ଅନୁକମ୍ପା ନାହିଁ। କିନ୍ତୁ ଏଇସବୁ ପରିସ୍ଥିତି ସମୟ ଓ ସୁଯୋଗ ଦ୍ୱାରା ପ୍ରଭାବିତ ହୁଏ। See the chapterପବିତ୍ର ବାଇବଲ (Re-edited) - (BSI)11 ମୁଁ ଫେରି ସୂର୍ଯ୍ୟ ତଳେ ଦେଖିଲି ଯେ, ଦ୍ରୂତଗାମୀ-ମାନଙ୍କୁ ବାଜି, କି ବୀରମାନଙ୍କୁ ଜୟ, ଅବା ଜ୍ଞାନୀମାନଙ୍କୁ ଅନ୍ନ, କିଅବା ବୁଦ୍ଧିମାନ ଲୋକମାନଙ୍କୁ ଧନ, ଅଥବା ପଣ୍ତିତମାନଙ୍କୁ ଅନୁଗ୍ରହ ଲବ୍ଧ ହୁଏ ନାହିଁ, ମାତ୍ର ସମସ୍ତଙ୍କ ପ୍ରତି ସମୟ ଓ ଦୈବଘଟନା ଘଟେ। See the chapterଓଡିଆ ବାଇବେଲ11 ମୁଁ ଫେରି ସୂର୍ଯ୍ୟ ତଳେ ଦେଖିଲି ଯେ, ଦ୍ରୁତଗାମୀମାନଙ୍କୁ ବାଜି, କି ବୀରମାନଙ୍କୁ ଜୟ, ଅବା ଜ୍ଞାନୀମାନଙ୍କୁ ଅନ୍ନ, କିଅବା ବୁଦ୍ଧିମାନ ଲୋକମାନଙ୍କୁ ଧନ, ଅଥବା ପଣ୍ଡିତମାନଙ୍କୁ ଅନୁଗ୍ରହ ପ୍ରାପ୍ତ ହୁଏ ନାହିଁ, ମାତ୍ର ସମସ୍ତଙ୍କ ପ୍ରତି ସମୟ ଓ ଆକସ୍ମିକ ଘଟଣା ଘଟେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମୁଁ ଫେରି ସୂର୍ଯ୍ୟ ତଳେ ଦେଖିଲି ଯେ, ଦ୍ରୁତଗାମୀମାନଙ୍କୁ ବାଜି, କି ବୀରମାନଙ୍କୁ ଜୟ, ଅବା ଜ୍ଞାନୀମାନଙ୍କୁ ଅନ୍ନ, କିଅବା ବୁଦ୍ଧିମାନ ଲୋକମାନଙ୍କୁ ଧନ, ଅଥବା ପଣ୍ଡିତମାନଙ୍କୁ ଅନୁଗ୍ରହପ୍ରାପ୍ତ ହୁଏ ନାହିଁ, ମାତ୍ର ସମସ୍ତଙ୍କ ପ୍ରତି ସମୟ ଓ ଆକସ୍ମିକ ଘଟଣା ଘଟେ। See the chapter |