ଉପଦେଶକ 9:17 - ପବିତ୍ର ବାଇବଲ17 ମୂର୍ଖମାନଙ୍କର ଶାସନକାରୀର ଚିତ୍କାର ଅପେକ୍ଷା ଶାନ୍ତି ପୂର୍ବକ କଥିତ ଜ୍ଞାନୀର ବାକ୍ୟ ଅଧିକ ଶୁଣାଯାଏ। See the chapterପବିତ୍ର ବାଇବଲ (Re-edited) - (BSI)17 ମୂର୍ଖମାନଙ୍କ ମଧ୍ୟରେ ଶାସନକାରୀର ଚିତ୍କାର ଅପେକ୍ଷା ନିରୋଳାରେ କଥିତ ଜ୍ଞାନୀର ବାକ୍ୟ ଅଧିକ ଶୁଣାଯାଏ। See the chapterଓଡିଆ ବାଇବେଲ17 ମୂର୍ଖମାନଙ୍କ ମଧ୍ୟରେ ଶାସନକାରୀର ଚିତ୍କାର ଅପେକ୍ଷା ଶାନ୍ତରେ କଥିତ ଜ୍ଞାନୀର ବାକ୍ୟ ଅଧିକ ଶୁଣାଯାଏ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ମୂର୍ଖମାନଙ୍କ ମଧ୍ୟରେ ଶାସନକାରୀର ଚିତ୍କାର ଅପେକ୍ଷା ଶାନ୍ତରେ କଥିତ ଜ୍ଞାନୀର ବାକ୍ୟ ଅଧିକ ଶୁଣାଯାଏ। See the chapter |