ଉପଦେଶକ 9:2 - ପବିତ୍ର ବାଇବଲ2 ଧାର୍ମିକ ଓ ଦୁଷ୍ଟପ୍ରତି, ଭଲ ଓ ମନ୍ଦ ପ୍ରତି, ଶୌଚ ଓ ଅଶୌଚ ପ୍ରତି, ଯେଉଁମାନେ ବଳିଦାନ କରୁଛନ୍ତି ଓ ଯେଉଁମାନେ କରୁ ନାହାନ୍ତି, ଉତ୍ତମ ଲୋକ ଓ ପାପୀ ପ୍ରତି, ଯେଉଁମାନେ ପରମେଶ୍ୱରଙ୍କ ନିକଟରେ ପ୍ରତିଜ୍ଞା କରନ୍ତି ଓ ଯେଉଁମାନେ କରନ୍ତି ନାହିଁ, ପ୍ରତ୍ୟେକଙ୍କ ପାଇଁ ସବୁକିଛି ସମାନ। See the chapterପବିତ୍ର ବାଇବଲ (Re-edited) - (BSI)2 ସବୁ ବିଷୟ ସମସ୍ତଙ୍କ ପ୍ରତି ସମାନ ଘଟଇ; ଧାର୍ମିକ ଓ ଦୁଷ୍ଟ, ସୁଶୀଳ, ପୁଣି ଶୁଚି ଓ ଅଶୁଚି; ଯଜ୍ଞକାରୀ ଓ ଅଯଜ୍ଞକାରୀ, ସମସ୍ତଙ୍କ ପ୍ରତି ଏକ ଘଟନା ହୁଏ; ସୁଶୀଳ ଯେପରି, ପାପୀ ସେପରି; ପୁଣି, ଶପଥକାରୀ ଯେପରି, ଶପଥ ଭୟକାରୀ ସେପରି। See the chapterଓଡିଆ ବାଇବେଲ2 ସବୁ ବିଷୟ ସମସ୍ତଙ୍କ ପ୍ରତି ସମାନ ଘଟେ; ଧାର୍ମିକ ଓ ଦୁଷ୍ଟ, ସୁଶୀଳ, ପୁଣି ଶୁଚି ଓ ଅଶୁଚି; ଯଜ୍ଞକାରୀ ଓ ଅଯଜ୍ଞକାରୀ, ସମସ୍ତଙ୍କ ପ୍ରତି ଏକ ଘଟଣା ହୁଏ; ସୁଶୀଳ ଯେପରି, ପାପୀ ସେପରି; ପୁଣି, ଶପଥକାରୀ ଯେପରି, ଶପଥ ଭୟକାରୀ ସେପରି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସବୁ ବିଷୟ ସମସ୍ତଙ୍କ ପ୍ରତି ସମାନ ଘଟେ; ଧାର୍ମିକ ଓ ଦୁଷ୍ଟ, ସୁଶୀଳ, ପୁଣି ଶୁଚି ଓ ଅଶୁଚି; ଯଜ୍ଞକାରୀ ଓ ଅଯଜ୍ଞକାରୀ, ସମସ୍ତଙ୍କ ପ୍ରତି ଏକ ଘଟଣା ହୁଏ; ସୁଶୀଳ ଯେପରି, ପାପୀ ସେପରି; ପୁଣି, ଶପଥକାରୀ ଯେପରି, ଶପଥ ଭୟକାରୀ ସେପରି। See the chapter |