ଏଫିସୀୟ 1:3 - ପବିତ୍ର ବାଇବଲ3 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ୱରଙ୍କ ପ୍ରଶଂସା ହେଉ। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଥିବା ହେତୁ ପରମେଶ୍ୱର ଆମ୍ଭକୁ ସ୍ୱର୍ଗରେ ସମସ୍ତ ଆଧ୍ୟାତ୍ମିକ ଆଶୀର୍ବାଦ ଦେଇଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)3 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ଵର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ଵାରା ସ୍ଵର୍ଗରେ ଆଶୀର୍ବାଦ କରିଅଛନ୍ତି, See the chapterଓଡିଆ ବାଇବେଲ3 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି, See the chapterପବିତ୍ର ବାଇବଲ (CL) NT (BSI)3 ଧନ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଈଶ୍ୱର। କାରଣ ସେ ଆମକୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ କରାଇ ସ୍ୱର୍ଗଲୋକର ସମସ୍ତ ଆଧ୍ୟାତ୍ମିକ ଆଶୀଷ ପ୍ରଦାନ କରିଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି, See the chapter |