ଏଫିସୀୟ 3:14 - ପବିତ୍ର ବାଇବଲ14 ସେଥିପାଇଁ ପ୍ରାର୍ଥନାରେ ମୁଁ ପରମପିତାଙ୍କ ଆଗରେ ନତମସ୍ତକ ହୁଏ। See the chapterପବିତ୍ର ବାଇବଲ (Re-edited) - (BSI)14 ଏନିମନ୍ତେ ଯେଉଁ ପିତାଙ୍କଠାରୁ ସ୍ଵର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପିତୃକୁଳ ନାମ ପ୍ରାପ୍ତ ହୁଏ, See the chapterଓଡିଆ ବାଇବେଲ14 ଏଥି ନିମନ୍ତେ ଯେଉଁ ପିତାଙ୍କଠାରୁ ସ୍ୱର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପିତୃକୁଳ ନାମ ପ୍ରାପ୍ତ ହୁଏ, See the chapterପବିତ୍ର ବାଇବଲ (CL) NT (BSI)14-15 ଯାହାଙ୍କଠାରୁ ସ୍ୱର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପରିବାର ତା’ର କୁଳ ନାମ ପ୍ରାପ୍ତ ହୋଇଛି, ସେହି ପରମ ପିତା ଈଶ୍ୱରଙ୍କ ସମ୍ମୁଖରେ ଜାନୁପାତ କରି ମୁଁ ପ୍ରାର୍ଥନା କରେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଥିନିମନ୍ତେ ଯେଉଁ ପିତାଙ୍କଠାରୁ ସ୍ୱର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପିତୃକୁଳ ନାମ ପ୍ରାପ୍ତ ହୁଏ, See the chapter |