ଏଫିସୀୟ 5:22 - ପବିତ୍ର ବାଇବଲ22 ହେ ପତ୍ନୀମାନେ! ତୁମ୍ଭେମାନେ ଯେପରି ପ୍ରଭୁଙ୍କ ପ୍ରତି ବଶୀଭୂତା ହୋଇଛ, ସେହିପରି ନିଜ ସ୍ୱାମୀମାନଙ୍କର ବଶୀଭୂତା ହୁଅ। See the chapterପବିତ୍ର ବାଇବଲ (Re-edited) - (BSI)22 ହେ ସ୍ତ୍ରୀମାନେ, ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବଶୀଭୂତା, ସେହିପରି ଆପଣା ଆପଣା ସ୍ଵାମୀର ବଶୀଭୂତା ହୁଅ, See the chapterଓଡିଆ ବାଇବେଲ22 ହେ ସ୍ତ୍ରୀମାନେ ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବସୀଭୂତା ହୁଅ, ସେହିପରି ଆପଣା ଆପଣା ସ୍ୱାମୀର ବସୀଭୂତ ହୁଅ , See the chapterପବିତ୍ର ବାଇବଲ (CL) NT (BSI)22 ସ୍ତ୍ରୀମାନେ! ତୁମେ ଯେପରି ପ୍ରଭୁଙ୍କ ବଶୀଭୂତା, ସେହିପରି ନିଜ ନିଜ ସ୍ୱାମୀର ବଶୀଭୂତା ହୁଅ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ହେ ସ୍ତ୍ରୀମାନେ ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବଶୀଭୂତା ହୁଅ, ସେହିପରି ଆପଣା ଆପଣା ସ୍ୱାମୀର ବଶୀଭୂତ ହୁଅ, See the chapter |