ଏଷ୍ଟର 1:7 - ପବିତ୍ର ବାଇବଲ7 ସେମାନେ ନାନାପ୍ରକାର ସୁବର୍ଣ୍ଣପାତ୍ରରେ ପାନଦ୍ରବ୍ୟ ଓ ରାଜାର ବଦାନ୍ୟତାନୁସାରେ ପ୍ରଚୁର ରାଜକୀୟ ଦ୍ରାକ୍ଷାରସ ଦେଲେ। See the chapterପବିତ୍ର ବାଇବଲ (Re-edited) - (BSI)7 ଆଉ, ସେମାନେ ନାନା ପ୍ରକାର ସୁବର୍ଣ୍ଣ ପାତ୍ରରେ ପାନଦ୍ରବ୍ୟ ଓ ରାଜାର ବଦାନ୍ୟତାନୁସାରେ ପ୍ରଚୁର ରାଜକୀୟ ଦ୍ରାକ୍ଷାରସ ଦେଲେ। See the chapterଓଡିଆ ବାଇବେଲ7 ଆଉ, ସେମାନେ ନାନା ପ୍ରକାର ସୁବର୍ଣ୍ଣ ପାତ୍ରରେ ପାନଦ୍ରବ୍ୟ ଓ ରାଜାଙ୍କ ଉଦାରତାନୁସାରେ ପ୍ରଚୁର ରାଜକୀୟ ଦ୍ରାକ୍ଷାରସ ଦେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ସେମାନେ ନାନା ପ୍ରକାର ସୁବର୍ଣ୍ଣ ପାତ୍ରରେ ପାନଦ୍ରବ୍ୟ ଓ ରାଜାଙ୍କ ଉଦାରତାନୁସାରେ ପ୍ରଚୁର ରାଜକୀୟ ଦ୍ରାକ୍ଷାରସ ଦେଲେ। See the chapter |