ଏଷ୍ଟର 2:1 - ପବିତ୍ର ବାଇବଲ1 ଏହିସବୁ ଘଟଣା ପରେ ଅକ୍ଷଶ୍ୱେରଶ ରାଜାର କ୍ରୋଧ ଶାନ୍ତ ହୁଅନ୍ତେ ସେ ବଷ୍ଟୀକି ଓ ତାହାର କାର୍ଯ୍ୟ ଓ ତାହା ପ୍ରତିକୂଳରେ ପ୍ରଦତ୍ତ ଆଜ୍ଞା ସ୍ମରଣ କଲା। See the chapterପବିତ୍ର ବାଇବଲ (Re-edited) - (BSI)1 ଏହିସବୁ ଘଟନା ଉତ୍ତାରେ ଅକ୍ଷଶ୍ଵେରଶ ରାଜାର କ୍ରୋଧ ଶା; ହୁଅନ୍ତେ, ସେ ବଷ୍ଟୀକି ଓ ତାହାର କାର୍ଯ୍ୟ ଓ ତାହା ପ୍ରତିକୂଳରେ ପ୍ରଦତ୍ତ ଆଜ୍ଞା ସ୍ମରଣ କଲା। See the chapterଓଡିଆ ବାଇବେଲ1 ଏହିସବୁ ଘଟଣା ଉତ୍ତାରେ ଅକ୍ଷଶ୍ୱେରଶ ରାଜାଙ୍କ କ୍ରୋଧ ଶାନ୍ତ ହୁଅନ୍ତେ, ସେ ବଷ୍ଟୀକୁ ଓ ତାହାର କାର୍ଯ୍ୟ ଓ ତାହା ପ୍ରତିକୂଳରେ ପ୍ରଦତ୍ତ ଆଜ୍ଞା ସ୍ମରଣ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏହିସବୁ ଘଟଣା ଉତ୍ତାରେ ଅକ୍ଷଶ୍ୱେରଶ ରାଜାଙ୍କ କ୍ରୋଧ ଶାନ୍ତ ହୁଅନ୍ତେ, ସେ ବଷ୍ଟୀକୁ ଓ ତାହାର କାର୍ଯ୍ୟ ଓ ତାହା ପ୍ରତିକୂଳରେ ପ୍ରଦତ୍ତ ଆଜ୍ଞା ସ୍ମରଣ କଲେ। See the chapter |