Online Bible

- Advertisements -




ଏଷ୍ଟର 2:12 - ପବିତ୍ର ବାଇବଲ

12 ଦ୍ୱାଦଶ ମାସ ଶେଷରେ, ରାଜା ଅକ୍ଷଶ୍ୱରଶ ନିକଟକୁ ଏକ କୁଆଁରୀ କନ୍ୟାର ଉପସ୍ଥିତ ହେବାର ସମୟ ଆସିଲା। କାରଣ ସେମାନଙ୍କର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଛଅ ମାସ ଗନ୍ଧରସର ତୈଳ ଓ ଛଅ ମାସ ସୁଗନ୍ଧି ଓ ସ୍ତ୍ରୀଲୋକଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେବନ କରିବାକୁ ହେଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

12 ପୁଣି, ଦ୍ଵାଦଶ ମାସ ପର୍ଯ୍ୟନ୍ତ ସ୍ତ୍ରୀଲୋକଙ୍କ ନିୟମିତ ସେବା ପାଇଲା ଉତ୍ତାରେ ଅକ୍ଷଶ୍ଵେରଶ ରାଜା ନିକଟକୁ ଏକ ଏକ କନ୍ୟାର ଯିବାର ପାଳି ଉପସ୍ଥିତ ହେଲା; କାରଣ ସେମାନଙ୍କ ଅଙ୍ଗସଂସ୍କାରରେ ଏତେ ଦିନ ଲାଗିଲା, ଅର୍ଥାତ୍, ଛଅ ମାସ ଗନ୍ଧରସର ତୈଳ ଓ ଛଅ ମାସ ସୁଗନ୍ଧି ଓ ସ୍ତ୍ରୀଲୋକଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେବନ କରିବାକୁ ହେଲା;

See the chapter Copy

ଓଡିଆ ବାଇବେଲ

12 ପୁଣି, ଦ୍ୱାଦଶ ମାସ ପର୍ଯ୍ୟନ୍ତ ସ୍ତ୍ରୀଲୋକଙ୍କ ନିୟମିତ ସେବା ପାଇଲା ଉତ୍ତାରେ ଅକ୍ଷଶ୍ୱେରଶ ରାଜା ନିକଟକୁ ଏକ ଏକ କନ୍ୟାର ଯିବାର ପାଳି ଉପସ୍ଥିତ ହେଲା; କାରଣ ସେମାନଙ୍କ ଅଙ୍ଗସଂସ୍କାରରେ ଏତେ ଦିନ ଲାଗିଲା, ଅର୍ଥାତ୍‍, ଛଅ ମାସ ଗନ୍ଧରସର ତୈଳ ଓ ଛଅ ମାସ ସୁଗନ୍ଧି ଓ ସ୍ତ୍ରୀଲୋକଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେବନ କରିବାକୁ ହେଲା;

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ଦ୍ୱାଦଶ ମାସ ପର୍ଯ୍ୟନ୍ତ ସ୍ତ୍ରୀଲୋକଙ୍କ ନିୟମିତ ସେବା ପାଇଲା ଉତ୍ତାରେ ଅକ୍ଷଶ୍ୱେରଶ ରାଜା ନିକଟକୁ ଏକ ଏକ କନ୍ୟାର ଯିବାର ପାଳି ଉପସ୍ଥିତ ହେଲା; କାରଣ ସେମାନଙ୍କ ଅଙ୍ଗସଂସ୍କାରରେ ଏତେ ଦିନ ଲାଗିଲା, ଅର୍ଥାତ୍‍, ଛଅ ମାସ ଗନ୍ଧରସର ତୈଳ ଓ ଛଅ ମାସ ସୁଗନ୍ଧି ଓ ସ୍ତ୍ରୀଲୋକଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେବନ କରିବାକୁ ହେଲା;

See the chapter Copy




ଏଷ୍ଟର 2:12

Follow us:

Advertisements


Advertisements