ଏଷ୍ଟର 2:15 - ପବିତ୍ର ବାଇବଲ15 ଏହା ପରେ, ରାଜାଙ୍କ ନିକଟକୁ ଯିବା ପାଇଁ ଏଷ୍ଟରର ପାଳି ପଡ଼ିଲା। ଏଷ୍ଟର ମର୍ଦ୍ଦଖୟଙ୍କ ପାଳିତ କନ୍ୟା ଥିଲା। ସେ ମର୍ଦ୍ଦଖୟର କକା ଅବିହୟିଲର କନ୍ୟା ଥିଲା। ହେଗୟ ରାଜାଙ୍କର ନପୁଂସକ ଓ ସ୍ତ୍ରୀଲୋକମାନଙ୍କର ତତ୍ତ୍ୱାବଧାରକ, ଯାହା କହିଥିଲେ, ତାହା ଛଡ଼ା ଏଷ୍ଟର ଆଉ କିଛି ମାଗିଲା ନାହିଁ। ସମସ୍ତେ ଯେଉଁମାନେ ହେଗୟକୁ ଦେଖିଲେ, ତା’ ପ୍ରତି ଅନୁକମ୍ପା କଲେ। See the chapterପବିତ୍ର ବାଇବଲ (Re-edited) - (BSI)15 ଏଉତ୍ତାରୁ ମର୍ଦ୍ଦଖୟ ଆପଣା ପିତୃବ୍ୟ ଅବୀହୟିଲର ଯେଉଁ ଏଷ୍ଟର ନାମ୍ନୀ କନ୍ୟାକୁ ନିଜ କନ୍ୟା ରୂପେ ଗ୍ରହଣ କରିଥିଲା, ରାଜା ନିକଟକୁ ତାହାର ଯିବାର ପାଳି ପଡ଼ନ୍ତେ, ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟ ଯାହା ଯାହା ନିରୂପଣ କରିଥିଲା, ତାହା ଛଡ଼ା ସେ ଆଉ କିଛି ମାଗିଲା ନାହିଁ; ତଥାପି ଯେଉଁମାନେ ଏଷ୍ଟର ପ୍ରତି ଦୃଷ୍ଟି କଲେ, ସେସମସ୍ତେ ତାହାକୁ ଅନୁଗ୍ରହ କଲେ। See the chapterଓଡିଆ ବାଇବେଲ15 ଏଉତ୍ତାରୁ ମର୍ଦ୍ଦଖୟ ଆପଣା ପିତୃବ୍ୟ ଅବୀହୟିଲର ଯେଉଁ ଏଷ୍ଟର ନାମ୍ନୀ କନ୍ୟାକୁ ନିଜ କନ୍ୟା ରୂପେ ଗ୍ରହଣ କରିଥିଲେ, ରାଜା ନିକଟକୁ ତାହାର ଯିବାର ପାଳି ପଡ଼ନ୍ତେ, ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟ ଯାହା ଯାହା ନିରୂପଣ କରିଥିଲେ, ତାହା ଛଡ଼ା ସେ ଆଉ କିଛି ମାଗିଲା ନାହିଁ; ତଥାପି ଯେଉଁମାନେ ଏଷ୍ଟର ପ୍ରତି ଦୃଷ୍ଟି କଲେ, ସେସମସ୍ତେ ତାହାଙ୍କୁ ଅନୁଗ୍ରହ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଉତ୍ତାରୁ ମର୍ଦ୍ଦଖୟ ଆପଣା ପିତୃବ୍ୟ ଅବୀହୟିଲର ଯେଉଁ ଏଷ୍ଟର ନାମ୍ନୀ କନ୍ୟାକୁ ନିଜ କନ୍ୟା ରୂପେ ଗ୍ରହଣ କରିଥିଲେ, ରାଜା ନିକଟକୁ ତାହାର ଯିବାର ପାଳି ପଡ଼ନ୍ତେ, ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟ ଯାହା ଯାହା ନିରୂପଣ କରିଥିଲେ, ତାହା ଛଡ଼ା ସେ ଆଉ କିଛି ମାଗିଲା ନାହିଁ; ତଥାପି ଯେଉଁମାନେ ଏଷ୍ଟର ପ୍ରତି ଦୃଷ୍ଟି କଲେ, ସେସମସ୍ତେ ତାହାଙ୍କୁ ଅନୁଗ୍ରହ କଲେ। See the chapter |