ଏଷ୍ଟର 2:17 - ପବିତ୍ର ବାଇବଲ17 ତହିଁରେ ରାଜା ଅନ୍ୟସକଳ ସ୍ତ୍ରୀଠାରୁ ଏଷ୍ଟରକୁ ଅଧିକ ପ୍ରେମ କଲା ଏବଂ ଅନ୍ୟ ସମସ୍ତ ଯୁବତୀଠାରୁ ସେ ରାଜାର ଦୃଷ୍ଟିରେ ଅନୁଗ୍ରହ ଓ ଦୟା ପାଇଲା। ଏଣୁ ସେ ତାହାର ମସ୍ତକରେ ରାଜ ମୁକୁଟ ଦେଇ ବଷ୍ଟୀ ବଦଳରେ ତାହାକୁ ରାଣୀ କଲା। See the chapterପବିତ୍ର ବାଇବଲ (Re-edited) - (BSI)17 ତହିଁରେ ରାଜା ଅନ୍ୟ ସକଳ ସ୍ତ୍ରୀଠାରୁ ଏଷ୍ଟରକୁ ଅଧିକ ପ୍ରେମ କଲା, ପୁଣି ଅନ୍ୟ ସକଳ ଯୁବତୀଠାରୁ ସେ ରାଜାର ଦୃଷ୍ଟିରେ ଅଧିକ ଅନୁଗ୍ରହ ଓ ଦୟା ପାଇଲା; ଏଣୁ ସେ ତାହାର ମସ୍ତକରେ ରାଜମୁକୁଟ ଦେଇ ବଷ୍ଟୀ ବଦଳେ ତାକୁ ରାଣୀ କଲା। See the chapterଓଡିଆ ବାଇବେଲ17 ତହିଁରେ ରାଜା ଅନ୍ୟ ସକଳ ସ୍ତ୍ରୀଠାରୁ ଏଷ୍ଟରଙ୍କୁ ଅଧିକ ପ୍ରେମ କଲେ, ପୁଣି ଅନ୍ୟ ସକଳ ଯୁବତୀଠାରୁ ସେ ରାଜାଙ୍କ ଦୃଷ୍ଟିରେ ଅଧିକ ଅନୁଗ୍ରହ ଓ ଦୟା ପାଇଲା; ଏଣୁ ସେ ତାହାର ମସ୍ତକରେ ରାଜମୁକୁଟ ଦେଇ ବଷ୍ଟୀ ବଦଳେ ତାକୁ ରାଣୀ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହିଁରେ ରାଜା ଅନ୍ୟ ସକଳ ସ୍ତ୍ରୀଠାରୁ ଏଷ୍ଟରଙ୍କୁ ଅଧିକ ପ୍ରେମ କଲେ, ପୁଣି ଅନ୍ୟ ସକଳ ଯୁବତୀଠାରୁ ସେ ରାଜାଙ୍କ ଦୃଷ୍ଟିରେ ଅଧିକ ଅନୁଗ୍ରହ ଓ ଦୟା ପାଇଲା; ଏଣୁ ସେ ତାହାର ମସ୍ତକରେ ରାଜମୁକୁଟ ଦେଇ ବଷ୍ଟୀ ବଦଳେ ତାକୁ ରାଣୀ କଲେ। See the chapter |