ଏଷ୍ଟର 2:3 - ପବିତ୍ର ବାଇବଲ3 ଆଉ ମହାରାଜା ଆପଣା ରାଜ୍ୟର ସମସ୍ତ ପ୍ରଦେଶରେ କର୍ମଗ୍ଭରୀଗଣ ନିଯୁକ୍ତି କରନ୍ତୁ। ସେମାନେ ସେହିସବୁ ସୁନ୍ଦରୀ କନ୍ୟାଗଣକୁ ଶୂଶନ୍ ରାଜଧାନୀରେ ଏକତ୍ର କରି ଅନ୍ତଃପୁରରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟର ହସ୍ତରେ ସମର୍ପଣ କରନ୍ତୁ। ପୁଣି ସେମାନଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେମାନଙ୍କୁ ଦତ୍ତ ହେଉ। See the chapterପବିତ୍ର ବାଇବଲ (Re-edited) - (BSI)3 ଆଉ, ମହାରାଜା ଆପଣା ରାଜ୍ୟର ସମସ୍ତ ପ୍ରଦେଶରେ କର୍ମଚାରୀଗଣ ନିଯୁକ୍ତ କରନ୍ତୁ; ସେମାନେ ସେହିସବୁ ସୁନ୍ଦରୀ ଯୁବତୀ କନ୍ୟାଗଣକୁ ଶୂଶନ୍ ରାଜଧାନୀରେ ଏକତ୍ର କରି ଅନ୍ତଃପୁରରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟର ହସ୍ତରେ ସମର୍ପଣ କରନ୍ତୁ; ପୁଣି, ସେମାନଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେମାନଙ୍କୁ ଦତ୍ତ ହେଉ; See the chapterଓଡିଆ ବାଇବେଲ3 ଆଉ, ମହାରାଜା ଆପଣା ରାଜ୍ୟର ସମସ୍ତ ପ୍ରଦେଶରେ କର୍ମଚାରୀଗଣ ନିଯୁକ୍ତ କରନ୍ତୁ; ସେମାନେ ସେହିସବୁ ସୁନ୍ଦରୀ ଯୁବତୀ କନ୍ୟାଗଣକୁ ଶୂଶନ୍ ରାଜଧାନୀରେ ଏକତ୍ର କରି ଅନ୍ତଃପୁରରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟର ହସ୍ତରେ ସମର୍ପଣ କରନ୍ତୁ; ପୁଣି, ସେମାନଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେମାନଙ୍କୁ ଦତ୍ତ ହେଉ,” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ, ମହାରାଜା ଆପଣା ରାଜ୍ୟର ସମସ୍ତ ପ୍ରଦେଶରେ କର୍ମଚାରୀଗଣ ନିଯୁକ୍ତ କରନ୍ତୁ; ସେମାନେ ସେହି ସବୁ ସୁନ୍ଦରୀ ଯୁବତୀ କନ୍ୟାଗଣକୁ ଶୂଶନ୍ ରାଜଧାନୀରେ ଏକତ୍ର କରି ଅନ୍ତଃପୁରରେ ସ୍ତ୍ରୀମାନଙ୍କ ରକ୍ଷକ ରାଜନପୁଂସକ ହେଗୟର ହସ୍ତରେ ସମର୍ପଣ କରନ୍ତୁ; ପୁଣି, ସେମାନଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେମାନଙ୍କୁ ଦତ୍ତ ହେଉ, See the chapter |