ଏଷ୍ଟର 2:6 - ପବିତ୍ର ବାଇବଲ6 ଯେଉଁ ଲୋକମାନେ ଯିହୁଦାର ରାଜା ଯିକନିୟ ସହିତ ବାବିଲର ରାଜା ନବୂଖଦ୍ନିତ୍ସର ଦ୍ୱାରା ନିର୍ବାସିତ ହୋଇଥିଲେ। ସେମାନଙ୍କ ସହିତ କୀଶ୍ ଯିରୁଶାଲମଠାରୁ ନିର୍ବାସିତ ହୋଇଥିଲା। See the chapterପବିତ୍ର ବାଇବଲ (Re-edited) - (BSI)6 ଯେଉଁ ଲୋକମାନେ ଯିହୁଦାର ରାଜା ଯିକନୀୟ ସହିତ ବାବିଲର ରାଜା ନବୁଖଦ୍ନିତ୍ସର ଦ୍ଵାରା ନିର୍ବାସିତ ହୋଇଥିଲେ, ସେମାନଙ୍କ ସହିତ (କୀଶ୍) ଯିରୂଶାଲମଠାରୁ ନିର୍ବାସିତ ହୋଇଥିଲା। See the chapterଓଡିଆ ବାଇବେଲ6 ଯେଉଁ ଲୋକମାନେ ଯିହୁଦାର ରାଜା ଯିକନୀୟ ସହିତ ବାବିଲର ରାଜା ନବୂଖଦ୍ନିତ୍ସର ଦ୍ୱାରା ନିର୍ବାସିତ ହୋଇଥିଲେ, ସେମାନଙ୍କ ସହିତ (କୀଶ୍) ଯିରୂଶାଲମଠାରୁ ନିର୍ବାସିତ ହୋଇଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯେଉଁ ଲୋକମାନେ ଯିହୁଦାର ରାଜା ଯିକନୀୟ ସହିତ ବାବିଲର ରାଜା ନବୂଖଦ୍ନିତ୍ସର ଦ୍ୱାରା ନିର୍ବାସିତ ହୋଇଥିଲେ, ସେମାନଙ୍କ ସହିତ (କୀଶ୍) ଯିରୂଶାଲମଠାରୁ ନିର୍ବାସିତ ହୋଇଥିଲେ। See the chapter |