Online Bible

- Advertisements -




ଏଷ୍ଟର 2:9 - ପବିତ୍ର ବାଇବଲ

9 ଏଥିରେ ଏହି ଯୁବତୀ ହେଗୟର ତୁଷ୍ଟିଜନକ ହୋଇ ତାହାଠାରୁ ଅନୁଗ୍ରହ ପାଇଲା। ଏଣୁ ସେ ଶୀଘ୍ର ତାକୁ ରାଜଗୃହରୁ ମନୋନୀତ ସାତ ଜଣ ଦାସୀଙ୍କ ସହିତ ସମସ୍ତ ଅଂଶ ପ୍ରସାଧନ ଏବଂ ତା'ର ଭାଗ ଖାଦ୍ୟ ଦିଆଗଲା। ଆଉ ସେ ତାକୁ ତାହାର ଦାସୀଗଣ ସହିତ ଅନ୍ତଃପୁରର ସର୍ବୋତ୍ତମ ସ୍ଥାନରେ ବାସ କରାଇଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

9 ଏଥିରେ ଏହି ଯୁବତୀ ହେଗୟର ତୁଷ୍ଟିଜନକ ହୋଇ ତାହାଠାରୁ ଅନୁଗ୍ରହ ପାଇଲା; ଏଣୁ ସେ ଶୀଘ୍ର ଅଙ୍ଗରାଗାର୍ଥକ ଦ୍ରବ୍ୟାଦିର ଯେ ଯେ ଅଂଶ ତାହାକୁ ଦେବାର ହୁଅଇ, ତାହା ଓ ରାଜଗୃହରୁ ମନୋନୀତା ସାତ ଦାସୀ ତାହାକୁ ଦେଲା; ଆଉ, ସେ ତାହାକୁ ତାହାର ଦାସୀଗଣ ସହିତ ଅନ୍ତଃପୁରର ସର୍ବୋତ୍ତମ ସ୍ଥାନରେ ବାସ କରାଇଲା।

See the chapter Copy

ଓଡିଆ ବାଇବେଲ

9 ଏଥିରେ ଏହି ଯୁବତୀ ହେଗୟର ତୁଷ୍ଟିଜନକ ହୋଇ ତାହାଠାରୁ ଅନୁଗ୍ରହ ପାଇଲା; ଏଣୁ ସେ ଶୀଘ୍ର ଅଙ୍ଗରାଗାର୍ଥକ ଦ୍ରବ୍ୟାଦିର ଯେ ଯେ ଅଂଶ ତାହାଙ୍କୁ ଦେବାର ହୁଅଇ, ତାହା ଓ ରାଜଗୃହରୁ ମନୋନୀତା ସାତ ଦାସୀ ତାହାଙ୍କୁ ଦେଲା; ଆଉ, ସେ ତାହାଙ୍କୁ ତାହାର ଦାସୀଗଣ ସହିତ ଅନ୍ତଃପୁରର ସର୍ବୋତ୍ତମ ସ୍ଥାନରେ ବାସ କରାଇଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିରେ ଏହି ଯୁବତୀ ହେଗୟର ତୁଷ୍ଟିଜନକ ହୋଇ ତାହାଠାରୁ ଅନୁଗ୍ରହ ପାଇଲା; ଏଣୁ ସେ ଶୀଘ୍ର ଅଙ୍ଗରାଗାର୍ଥକ ଦ୍ରବ୍ୟାଦିର ଯେ ଯେ ଅଂଶ ତାହାଙ୍କୁ ଦେବାର ହୁଅଇ, ତାହା ଓ ରାଜଗୃହରୁ ମନୋନୀତା ସାତ ଦାସୀ ତାହାଙ୍କୁ ଦେଲା; ଆଉ, ସେ ତାହାଙ୍କୁ ତାହାର ଦାସୀଗଣ ସହିତ ଅନ୍ତଃପୁରର ସର୍ବୋତ୍ତମ ସ୍ଥାନରେ ବାସ କରାଇଲା।

See the chapter Copy




ଏଷ୍ଟର 2:9

Follow us:

Advertisements


Advertisements