ଏଷ୍ଟର 3:5 - ପବିତ୍ର ବାଇବଲ5 ଯେତେବେଳେ ହାମନ୍ ଦେଖିଲା ମର୍ଦ୍ଦଖୟ ନତ ହେଲା ନାହିଁ, କି ତାହାକୁ ପ୍ରଣାମ କଲା ନାହିଁ। ସେତେବେଳେ ସେ ଅତି କ୍ରୋଧାନ୍ନିତ ହେଲା। See the chapterପବିତ୍ର ବାଇବଲ (Re-edited) - (BSI)5 ଯେତେବେଳେ ହାମନ୍ ଦେଖିଲା ଯେ, ମର୍ଦ୍ଦଖୟ ନତ ହେଲା ନାହିଁ କିଅବା ତାହାକୁ ପ୍ରଣାମ କଲା ନାହିଁ, ସେତେବେଳେ ସେ କ୍ରୋଧରେ ପରିପୂର୍ଣ୍ଣ ହେଲା। See the chapterଓଡିଆ ବାଇବେଲ5 ଯେତେବେଳେ ହାମନ୍ ଦେଖିଲେ ଯେ, ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ, ସେତେବେଳେ ସେ କ୍ରୋଧରେ ପରିପୂର୍ଣ୍ଣ ହେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେତେବେଳେ ହାମନ୍ ଦେଖିଲେ ଯେ, ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ, ସେତେବେଳେ ସେ କ୍ରୋଧରେ ପରିପୂର୍ଣ୍ଣ ହେଲେ। See the chapter |