ଏଷ୍ଟର 4:4 - ପବିତ୍ର ବାଇବଲ4 ଏଷ୍ଟରର ଦାସୀଗଣ ଓ ନପୁଂସକମାନେ ଆସି ମର୍ଦ୍ଦଖୟ ବିଷୟରେ ତାଙ୍କୁ ଜଣାଇଲେ। ତେଣୁ ରାଣୀ ଅତିଶୟ ବିଚଳିତ ହୋଇଗଲେ। ପୁଣି ମର୍ଦ୍ଦଖୟଠାରୁ ଅଖା କାଢ଼ି ତାହାକୁ ପିନ୍ଧାଇବା ପାଇଁ ବସ୍ତ୍ର ପଠାଇଲା। ମାତ୍ର ସେ ତାହା ଗ୍ରହଣ କଲା ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)4 ଏଣୁ ଏଷ୍ଟରର ଦାସୀଗଣ ଓ ନପୁଂସକମାନେ ଆସି ଏହି କଥା ତାହାକୁ ଜଣାଇଲେ; ତେଣୁ ରାଣୀ ଅତିଶୟ ଶୋକ କଲା; ପୁଣି, ମର୍ଦ୍ଦଖୟଠାରୁ ଅଖା କାଢ଼ି ତାହାକୁ ପିନ୍ଧାଇବା ପାଇଁ ବସ୍ତ୍ର ପଠାଇଲା, ମାତ୍ର ସେ ତାହା ଗ୍ରହଣ କଲା ନାହିଁ। See the chapterଓଡିଆ ବାଇବେଲ4 ଏଣୁ ଏଷ୍ଟରଙ୍କ ଦାସୀଗଣ ଓ ନପୁଂସକମାନେ ଆସି ଏହି କଥା ତାହାଙ୍କୁ ଜଣାଇଲେ; ତେଣୁ ରାଣୀ ଅତିଶୟ ଶୋକ କଲେ; ପୁଣି, ମର୍ଦ୍ଦଖୟଠାରୁ ଅଖା କାଢ଼ି ତାହାଙ୍କୁ ପିନ୍ଧାଇବା ପାଇଁ ବସ୍ତ୍ର ପଠାଇଲେ, ମାତ୍ର ସେ ତାହା ଗ୍ରହଣ କଲେ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଣୁ ଏଷ୍ଟରଙ୍କ ଦାସୀଗଣ ଓ ନପୁଂସକମାନେ ଆସି ଏହି କଥା ତାହାଙ୍କୁ ଜଣାଇଲେ; ତେଣୁ ରାଣୀ ଅତିଶୟ ଶୋକ କଲେ; ପୁଣି, ମର୍ଦ୍ଦଖୟଠାରୁ ଅଖା କାଢ଼ି ତାହାଙ୍କୁ ପିନ୍ଧାଇବା ପାଇଁ ବସ୍ତ୍ର ପଠାଇଲେ, ମାତ୍ର ସେ ତାହା ଗ୍ରହଣ କଲେ ନାହିଁ। See the chapter |