ଏଷ୍ଟର 8:4 - ପବିତ୍ର ବାଇବଲ4 ତହିଁରେ ରାଜା ଏଷ୍ଟର ଆଡ଼େ ସୁବର୍ଣ୍ଣ ଦଣ୍ତ ବିସ୍ତାର କରନ୍ତେ ଏଷ୍ଟର ଉଠି ରାଜାଙ୍କ ଛାମୁରେ ଠିଆ ହେଲା। See the chapterପବିତ୍ର ବାଇବଲ (Re-edited) - (BSI)4 ତହିଁରେ ରାଜା ଏଷ୍ଟର ଆଡ଼େ ସୁବର୍ଣ୍ଣ ଦଣ୍ତ ବିସ୍ତାର କରନ୍ତେ, ଏଷ୍ଟର ଉଠି ରାଜା ଛାମୁରେ ଠିଆ ହୋଇ କହିଲା, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ଯେବେ ମୁଁ ମହାରାଜଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, See the chapterଓଡିଆ ବାଇବେଲ4 ତହିଁରେ ରାଜା ଏଷ୍ଟର ଆଡ଼େ ସୁବର୍ଣ୍ଣ ଦଣ୍ଡ ବିସ୍ତାର କରନ୍ତେ, ଏଷ୍ଟର ଉଠି ରାଜା ଛାମୁରେ ଠିଆ ହୋଇ କହିଲେ, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ଯେବେ ମୁଁ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହିଁରେ ରାଜା ଏଷ୍ଟର ଆଡ଼େ ସୁବର୍ଣ୍ଣ ଦଣ୍ଡ ବିସ୍ତାର କରନ୍ତେ, ଏଷ୍ଟର ଉଠି ରାଜା ଛାମୁରେ ଠିଆ ହୋଇ କହିଲେ, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ଯେବେ ମୁଁ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, See the chapter |