ଏଷ୍ଟର 9:1 - ପବିତ୍ର ବାଇବଲ1 ଅଦର ନାମକ ଦ୍ୱାଦଶ ମାସରେ ତ୍ରୟୋଦଶ ଦିନରେ ରାଜା ଆଜ୍ଞା ଓ ନିୟମର ସିଧି ସମୟ ନିକଟତର ହେଲା। ଅର୍ଥାତ୍ ଯେଉଁ ଦିନ ଯିହୁଦୀୟମାନଙ୍କ ଶତ୍ରୁଗଣ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବାକୁ ଅପେକ୍ଷା କରିଥିଲେ। ସେହି ଦିନ ଏପରି ବିପରୀତ ଘଟଣା ହେଲା, ଯେ ଯିହୁଦୀୟମାନେ ନିଜର ଘୃଣାକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କଲେ। See the chapterପବିତ୍ର ବାଇବଲ (Re-edited) - (BSI)1 ଏଥି ମଧ୍ୟରେ ଅଦର ନାମକ ଦ୍ଵାଦଶ ମାସର ତ୍ରୟୋଦଶ ଦିନରେ ରାଜାଜ୍ଞା ଓ ନିୟମର ସିଦ୍ଧି ସମୟ ନିକଟ ହେଲା; ଅର୍ଥାତ୍, ଯେଉଁ ଦିନ ଯିହୁଦୀୟମାନଙ୍କ ଶତ୍ରୁଗଣ ସେମାନଙ୍କ ଉପରେ କର୍ତ୍ତୃତ୍ଵ କରିବାକୁ ଅପେକ୍ଷା କରିଥିଲେ, ସେହି ଦିନ ଏପରି ବିପରୀତ ଘଟନା ହେଲା ଯେ, ଯିହୁଦୀୟମାନେ ଆପଣା ଘୃଣାକାରୀମାନଙ୍କ ଉପରେ କର୍ତ୍ତୃତ୍ଵ କଲେ । See the chapterଓଡିଆ ବାଇବେଲ1 ଏଥି ମଧ୍ୟରେ ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ ରାଜାଜ୍ଞା ଓ ନିୟମର କାର୍ଯ୍ୟକାରୀ ସମୟ ନିକଟ ହେଲା; ଅର୍ଥାତ୍, ଯେଉଁ ଦିନ ଯିହୁଦୀୟମାନଙ୍କ ଶତ୍ରୁଗଣ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବାକୁ ଅପେକ୍ଷା କରିଥିଲେ, ସେହି ଦିନ ଏପରି ବିପରୀତ ଘଟଣା ହେଲା ଯେ, ଯିହୁଦୀୟମାନେ ଆପଣା ଘୃଣାକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିମଧ୍ୟରେ ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ ରାଜାଜ୍ଞା ଓ ନିୟମର କାର୍ଯ୍ୟକାରୀ ସମୟ ନିକଟ ହେଲା; ଅର୍ଥାତ୍, ଯେଉଁ ଦିନ ଯିହୁଦୀୟମାନଙ୍କ ଶତ୍ରୁଗଣ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବାକୁ ଅପେକ୍ଷା କରିଥିଲେ, ସେହି ଦିନ ଏପରି ବିପରୀତ ଘଟଣା ହେଲା ଯେ, ଯିହୁଦୀୟମାନେ ଆପଣା ଘୃଣାକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କଲେ। See the chapter |